ନ୍ୟୁୟର୍କ: ୧୯ ବର୍ଷୀୟା ଆମେରିକୀୟ କଣ୍ଟେଣ୍ଟ୍ କ୍ରିଏଟର ସୋଫିଆ ଲି ବର୍ତ୍ତମାନ ସୁଦ୍ଧା ୯୦ଟି ଦେଶ ଭ୍ରମଣ ଶେଷ କରି ସମସ୍ତଙ୍କୁ ଚକିତ କରିଛନ୍ତି। ସେ ଇନ୍ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ଖୁବ୍ଶୀଘ୍ର ସବୁଠୁ କମ୍ ବୟସ୍କ ଭାବେ ସର୍ବାଧିକ ଦେଶ ଭ୍ରମଣ କରିବା ବର୍ଗରେ ଗିନିଜ୍ ଓ୍ବାର୍ଲଡ୍ ରେକର୍ଡ ହାସଲ କରିବା ପାଇଁ ସେ ଲକ୍ଷ୍ୟ ରଖିଛନ୍ତି। ଏହି ଭିଡିଓରେ ସେ ଭ୍ରମଣ କରିସାରିଥିବା ତାଙ୍କର ୬ ପସନ୍ଦଯୋଗ୍ୟ ଦେଶର ତାଲିକାକୁ ମଧ୍ୟ ପ୍ରକାଶ କରିଛନ୍ତି। ଉକ୍ତ ତାଲିକାରେ ସେ ତାଞ୍ଜାନିଆକୁ ଷଷ୍ଠ ସ୍ଥାନରେ ରଖିଛନ୍ତି। ସେହିପରି ସେ ଫ୍ରାନ୍ସକୁ ପଞ୍ଚମ ସ୍ଥାନରେ, କୋଷ୍ଟାରିକାକୁ ଚତୁର୍ଥ ସ୍ଥାନରେ, ଜର୍ଜିଆକୁ ତୃତୀୟ ସ୍ଥାନରେ ଏବଂ ଥାଇଲାଣ୍ଡକୁ ଦ୍ୱିତୀୟ ସ୍ଥାନରେ ରଖିଛନ୍ତି। ଅନ୍ୟପକ୍ଷରେ ଭ୍ରମଣ ପାଇଁ ଭାରତ ତାଙ୍କର ସର୍ବୋତ୍ତମ ପସନ୍ଦଯୋଗ୍ୟ ଦେଶ ବୋଲି ସୋଫିଆ କହିଛନ୍ତି।
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...
ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…
ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...
କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….
ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...
ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…
ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...
ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…
ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...
୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…
କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍...
ପ୍ରାଇଭେଟ୍ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା
ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...
ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…
ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...
Archives


