ନଦୀକୁ ଖସିଲା ଟ୍ରକ, ୬୦ ଜଣଙ୍କ ମୃତ୍ୟୁ ଆଶଙ୍କା

ଅଦିସ ଅବାବା,୩୦।୧୨: ଆଫ୍ରିକୀୟ ଦେଶ ଇଥିଓପିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଯାତ୍ରୀ ଭରା ଏକ ଟ୍ରକ ନଦୀରେ ଖସିପଡଛି। ଏହି ଦୁର୍ଘଟଣାରେ ୬୦ ଜଣ ପ୍ରାଣ ହରାଇଛନ୍ତି। ଦକ୍ଷିଣ ସିଡାମା ଅଞ୍ଚଳର ଅଧିକାରୀଙ୍କ ଅନୁଯାୟୀ, ଏହି ଭୟଙ୍କର ଦୁର୍ଘଟଣା ବୋନା ଜିଲାରେ ଘଟିଛି। ରବିବାର ବିଳମ୍ବିତ ରାତିରେ ଆଞ୍ଚଳିକ ଯୋଗାଯୋଗ ବ୍ୟୁରୋ ଏକ ବିବୃତ୍ତିରେ କହିଛି ଯେ ଏହି ଦୁର୍ଘଟଣାରେ ଆହତମାନଙ୍କୁ ବୋନା ଜେନେରାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି।
ରାଷ୍ଟ୍ରାୟତ୍ତ ଇଥିଓପିଆର ବ୍ରଡକାଷ୍ଟିଂ କର୍ପୋରେସନ (ଇବିସି) ଅନୁଯାୟୀ ସମସ୍ତ ଲୋକ ଏକ ବିବାହ ଉତ୍ସବରେ ଯୋଗଦେବାକୁ ଯାଉଥିଲେ। ସୂଚନାଯୋଗ୍ୟ, ଇଥିଓପିଆରେ ଗୁରୁତର ସଡ଼କ ଦୁର୍ଘଟଣା ସାଧାରଣ କଥା। ଖରାପ ଡ୍ରାଇଭିଂ ଏବଂ ଜଟିଳ ଯାନ ଏଠାରେ ସୁରକ୍ଷିତ ପରିବହନରେ ସବୁଠାରୁ ବଡ ପ୍ରତିବନ୍ଧକ।
ପ୍ରାୟ ଛଅ ବର୍ଷ ପୂର୍ବେ ୨୦୧୮ରେ, ଇଥିଓପିଆରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଛାତ୍ରମାନଙ୍କ ଭରପୂର ଏକ ବସ ଖାଲରେ ଖସିପଡିଥିଲା ଯେଉଁଥିରେ ୩୮ ଜଣ ଲୋକ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri