ପ୍ରତିଶୋଧ ନେଉଛି ତାଲିବାନ, ପାକିସ୍ତାନ ସେନା ଶିବିରକୁ କଲା କବଜା!

କାବୁଲ,୩୦।୧୨: ପାକିସ୍ତାନ ସେନା ଏବଂ ତାଲିବାନ ମଧ୍ୟରେ ସୀମା ରେଖା ଥିବା ଡୁରାଣ୍ଡ ଲାଇନରେ ଯୁଦ୍ଧ ପରି ପରିସ୍ଥିତି ଉପୁଜିଛି। ଟିଟିପି ଆତଙ୍କବାଦୀଙ୍କ ଦ୍ୱାରା ୧୬ଜଣ ପାକିସ୍ତାନୀ ସେନାମାନଙ୍କୁ ହତ୍ୟା କରିବା ପରେ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକ୍ଟିକା ଏବଂ ଖୋଷ୍ଟ ପ୍ରଦେଶରେ ଏୟାର ଷ୍ଟ୍ରାଇକ କରିଥିଲା। ପାକିସ୍ତାନର ଏହି ଆକ୍ରମଣରେ ପ୍ରାୟ ୫୦ ଜଣ ପ୍ରାଣ ହରାଇଛନ୍ତି। ପାକିସ୍ତାନ ଦାବି କରିଛି ଯେ ଏହା ଟିଟିପି ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରିଛି।
ଏହି ଆକ୍ରମଣରେ ରାଗିଯାଇ ତାଲିବାନ ଡୁରାଣ୍ଡ ଲାଇନରେ ପାକିସ୍ତାନୀ ସେନା ପୋଷ୍ଟ ଉପରେ ଆକ୍ରମଣ କରି ୧୯ ଜଣ ପାକିସ୍ତାନୀ ସେନାଙ୍କୁ ହତ୍ୟା କରିଥିବା ଦାବି କରିଛି। ଏହା ବ୍ୟତୀତ ୨ଟି ପାକିସ୍ତାନୀ ପୋଷ୍ଟ କ୍ୟାପଚର କରିଥିବା ମଧ୍ୟ ଦାବି କରିଛି।
ସୂଚନାଯୋଗ୍ୟ, ଆଫଗାନିସ୍ତାନ ବ୍ରିଟିଶମାନଙ୍କ ଦ୍ୱାରା ଅଙ୍କିତ ଡୁରାଣ୍ଡ ଲାଇନକୁ ଗ୍ରହଣ କରେ ନାହିଁ। ଏହି କାରଣରୁ ଆରମ୍ଭରୁ ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ପରିସ୍ଥିତି ତିକ୍ତ ହୋଇ ରହିଛି। ବର୍ତ୍ତମାନ ଉଭୟ ଦେଶ ପରସ୍ପର ଉପରେ ଆକ୍ରମଣ କରିବା ପରେ ଡୁରାଣ୍ଡ ଲାଇନ ପ୍ରସଙ୍ଗ ପୁଣି ଥରେ ଉଷ୍ମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri