ପୁରୀରେ ଅସମ୍ଭାଳ ଭିଡ଼: ଠେଲାପେଲାର ଭାଙ୍ଗିଲେ ବ୍ୟାରିକେଡ୍‌

ଭୁବନେଶ୍ୱର,୧।୧(ଅଜିତ୍ କୁମାର ମହାନ୍ତି): ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ ଭାଙ୍ଗିଛନ୍ତି । ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ନିକଟ ଜନସମୁଦ୍ର ପାଲଟିଛି । ରାତି ଅଧରୁ ଶ୍ରଦ୍ଧାଳୁ ଭିଡ଼ ଜମାଇଛନ୍ତି । ଭକ୍ତଙ୍କ ପାଇଁ ରାତି ଅଧରେ ପହଡ଼ ଖୋଲିଥିଲା।
ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। କେବଳ ସିଂହଦ୍ବାର ଦେଇ ଭକ୍ତଙ୍କୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳୁଛ।ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ କରିହେବ । ଭିଡ଼ ନିୟନ୍ତ୍ରଣ ପାଇଁ ୬୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

 

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri