ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାର ‘ଖୋ ଖୋ’ ଖେଳର ଜାତୀୟ ଟିମକୁ ଆଗାମୀ ୩ ବର୍ଷ ପାଇଁ ସ୍ପନସର କରିବେ । ଏହି ସ୍ପନସରସିପ ର ଅବଧି ୨୦୨୫ ଜାନୁଆରୀରୁ ୨୦୨୭ ଡିସେମ୍ବର ପର୍ଯ୍ୟନ୍ତ ରହିବ। ଏଥିପାଇଁ ବର୍ଷକୁ ୫ କୋଟି ଟଙ୍କା ଲେଖାଏଁ ସମୁଦାୟ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଓଡିଶା ଖଣି ନିଗମ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯିବ। ଏହାଦ୍ୱାରା ଭାରତୀୟ ଖୋ ଖୋ ଖେଳାଳୀ ପ୍ରୋତ୍ସାହନ ପାଇବା ସହିତ ଓଡିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜଳ କରିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri