Posted inଖେଳ

୯୨ ବର୍ଷ ପରେ ପ୍ରଥମଥର ଘଟିଲା ଏମିତି…ଯଶସ୍ୱୀ ଜୟସ୍ୱାଲ କଲେ ଏମିତି ରେକର୍ଡ

ସିଡନୀ,୪/୧:ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପଞ୍ଚମ ତଥା ଅନ୍ତିମ ମ୍ୟାଚ୍ ସିଡନୀରେ ଚାଲିଛି। ଏହି ମ୍ୟାଚ୍ ରେ ଯଶସ୍ୱୀ ଜୟସ୍ୱାଲ ଏକ ସ୍ୱତନ୍ତ୍ର ରେକର୍ଡ କରିଛନ୍ତି। ଭାରତ ୧୯୩୨ ମସିହାରୁ ଟେଷ୍ଟ ୍ କ୍ରିକେଟ୍ ଖେଳୁଛି ଏବଂ ୯୨ ବର୍ଷ ର ଇତିହାସରେ ଏହା ପ୍ରଥମ ଥର ପାଇଁ ଘଟିଛି। ଅଷ୍ଟ୍ରେଲିଆର ମିଚେଲ ଷ୍ଟାର୍କଙ୍କୁ ପଛରେ ପକାଇ ଯଶସ୍ୱୀ ଏହି ରେକର୍ଡ କରିଛନ୍ତି। ସିଡନୀ ଟେଷ୍ଟର ଦ୍ୱିତୀୟ ଇନିଂସରେ ଯଶସ୍ୱୀ ୩୫ ବଲରେ ୪ ଚୌକା ସାହାଯ୍ୟରେ ୨୨ ରନ୍ କରିଥିଲେ। ଏଥିସହିତ ସେ ସୁନୀଲ ଗାଭାସ୍କର ଓ ବୀରେନ୍ଦ୍ର ସେହ୍ୱାଗଙ୍କ ସ୍ୱତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି।

ଭାରତର ଦ୍ବିତୀୟ ଇନିଂସ୍ ଆରମ୍ଭ ହେବା ମାତ୍ରେ ଯଶସ୍ୱୀ ଗିଅର୍ ବଦଳାଇ ଷ୍ଟାର୍କଙ୍କ ପ୍ରଥମ ଓଭରରେ ୧୬ ରନ୍ କରିଥିଲେ। ଷ୍ଟାର୍କଙ୍କ ପ୍ରଥମ ଓଭରରେ ସେ ୪ଟି ଚୌକା ମାରିଥିଲେ। ଯଶସ୍ୱୀ ଓଭରର ଦ୍ୱିତୀୟ, ତୃତୀୟ, ଚତୁର୍ଥ ଓ ଷଷ୍ଠ ବଲରେ ଚୌକା ମାରି ୧୬ ରନ୍ କରିଥିଲେ। ଭାରତର ଟେଷ୍ଟ ଇତିହାସରେ ପ୍ରଥମ ଥର ପାଇଁ ଗୋଟିଏ ମ୍ୟାଚ୍ ର ଇନିଂସରେ ଭାରତ ଏତେ ରନ୍ କରିଛି। ଟେଷ୍ଟ ଇନିଂସର ପ୍ରଥମ ଓଭରରେ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଦ୍ୱାରା ଏହା ସର୍ବାଧିକ ରନ୍ ।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri