ଶୀତରେ ଥରୁଛି ଜି. ଉଦୟଗିରି, ୫ ଦିନ ଧରି ରାଜ୍ୟରେ ସବୁଠାରୁ ଥଣ୍ଡା ସହର

ଜି ଉଦୟଗିରି ୫।୧(ଶିଶିର ପଟ୍ଟନାୟକ): ଗତ ୫ଦିନ ହେବ ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି । ରବିବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ରହିଛି । ଗୁରୁବାର, ଶୁକ୍ରବାର ଦିନ ସର୍ବନିମ୍ନ ତାପମାତ୍ରା ୪.୮ଡିଗ୍ରୀ ରହିଥିବା ବେଳେ ଶନିବାର ଦିନ ୪.୬ଡିଗ୍ରୀ ରହିଥିଲା। ପ୍ରବଳ ଶୀତ ସାଙ୍ଗକୁ କୋହଲା ପବନ ଶୀତର ପ୍ରକୋପକୁ ଅଧିକ ବଢ଼ାଇ ଦେଉଛି। ଗତ ୪ବର୍ଷ ହେବ ଅନେକ ସମୟରେ ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ରହି ଆସୁଥିବା ଯୋଗୁ । ଜିଲା ପ୍ରଶାସନ ଜି. ଉଦୟଗିରିରେ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ ପାଳନ କରିବ ପାଇଁ ବିଭିନ୍ନ ସଂଗଠନ ଦାବି କରୁଛନ୍ତି। ଏଣେ ଜି ଉଦୟଗିରି ବ୍ଲକ ଅଧୀନରେ କଳିଙ୍ଗା ଘାଟି, କଳିଙ୍ଗା ବନ ଉଦ୍ୟାନ, କଫିବଗିଚା, ହିଲଟପ, ଶିରିକି ପାର୍କ, ସିରିକି ଡେମ ରହିଥିବା ଯୋଗୁ ରାଜ୍ୟ ସରକାର ସିରିକି ନିକଟରେ ଇକୋ ରିଟ୍ରିଟ କଲେ ଅଧିକ ପର୍ଯ୍ୟଟକ ଆସି ପାରନ୍ତେ ବୋଲି ଅଞ୍ଚଳ ବାସୀ କହୁଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri