କେନ୍ଦୁଝରର ନୂତନ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗଦେଲେ ମିତ୍ରଭାନୁ ମହାପାତ୍ର

କେନ୍ଦୁଝର,୨୫।୮(ସ୍ବ.ପ୍ର.): କେନ୍ଦୁଝରର ନୂତନ ଏସ୍‌ପି ଭାବରେ ମିତ୍ରଭାନୁ ମହାପାତ୍ର ରବିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡିଆଇଜି ଜୟନାରାୟଣ ପଙ୍କଜଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲାରେ ଟ୍ରାଫିକ ସମସ୍ୟା, ଆଇନ ଶୃଙ୍ଖଳା ପରିସ୍ଥିତି ମୁକାବିଲା କରିବା ପାଇଁ ପଦକ୍ଷେପ ନେବେ ବୋଲି ସେ କହିଛନ୍ତି। ଖଣିଜ ସମ୍ପଦ ପରିପୂର୍ଣ୍ଣ ଅନୁଗୋଳ ଜିଲାରୁ ବଦଳି ହୋଇ ଆସିଥିଲେ ହେଁ କେନ୍ଦୁଝର ଜିଲାର ସମସ୍ୟା ଅଲଗା ରହିଛି। ଲୋକଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ସହ ବିଭିନ୍ନ ଥାନାରେ ପଡିରହିଥିବା କେସଗୁଡିକର ଫଇସଲା କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଏଥିରେ ବରିଷ୍ଠ ପୋଲିସ ଅଧିକାରୀ ଓ ବିଭିନ୍ନ ପୋଲିସ ସଂଘ କର୍ମକର୍ତ୍ତା ଉପସ୍ଥିତ ରହି ସ୍ବାଗତ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର...

ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ...

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri