Posted inଖେଳ

କୋହଲି ଆଉଟ୍‌ ହୋଇଗଲେ ମୁଁ ଖାଏନାହିଁ…ଏମିତି କହି ଫସିଲେ ନାନା ପାଟେକର

ନୂଆଦିଲ୍ଲୀ,୯।୧: ସଦ୍ୟ ସମାପ୍ତ ବର୍ଡର-ଗାଭାସ୍କର ସିରିଜର ପ୍ରଥମ ଟେଷ୍ଟରେ କୋହଲି ଶତକ ହାସଲ କରିଥିଲେ। ଏହା ପରେ କୋହଲି ବାକି ଚାରୋଟି ମ୍ୟାଚରେ ବିଫଳ ହୋଇଥିଲେ। ପ୍ରସିଦ୍ଧ ବଲିଉଡ ଅଭିନେତା ନାନା ପାଟେକର ଭାରତୀୟ ବ୍ୟାଟସମ୍ୟାନଙ୍କ ଉପରେ ଏକ ବୟାନ ଦେଇ କହିଥିଲେ, କୋହଲି ଶୀଘ୍ର ଆଉଟ ହୋଇଗଲେ, ତେବେ ତାଙ୍କୁ ଖାଦ୍ୟ ଖାଇବାକୁ ଇଚ୍ଛା ହୁଏ ନାହିଁ।

ଏବେ ନାନା ପାଟେକରଙ୍କ ଏହି ବୟାନକୁ ନେଇ ପ୍ରଶଂସକମାନେ ସୋସିଆଲ ମିଡିଆରେ ମିମ୍ସ ତିଆରି କରୁଥିବାର ଦେଖାଯାଉଛି। ଅଷ୍ଟ୍ରେଲିଆ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ୯ ଇନିଂସରେ କୋହଲି ମୋଟ ୧୯୦ ରନ କରିଥିଲେ, ଯେଉଁଥିରେ ଗୋଟିଏ ଶତକ ସାମିଲ ଥିଲା। କୋହଲି ୯ ଇନିଂସରୁ ୮ ଇନିଂସରେ ଶୀଘ୍ର ଆଉଟ ହେବା ପରେ ପାଭିଲିୟନ ଫେରିଥିଲେ।

ଏବେ ପ୍ରଶଂସକମାନେ କୋହଲିଙ୍କ ଶୀଘ୍ର ଆଉଟ ହେବା ଘଟଣାକୁ ନାନା ପାଟେକରଙ୍କ ବୟାନ ସହିତ ଯୋଡୁଛନ୍ତି। ସୋସିଆଲ ମିଡିଆରେ ଫ୍ୟାନମାନେ ବିଭିନ୍ନ ପ୍ରକାରର ମିମ ଶେୟାର କରୁଥିବାର ଦେଖାଯାଉଛି। ଜଣେ ୟୁଜର୍ସ ଲେଖିଛନ୍ତି, ଯେତେବେଳେ ବିରାଟ କୋହଲି ଶୀଘ୍ର ଆଉଟ ହୁଅନ୍ତି, ନାନା ପାଟେକରଙ୍କ ପରିବାର ତାଙ୍କ ଖାଦ୍ୟ ଫେରାଇ ନିଅନ୍ତି। ଆଉ ଜଣେ ୟୁଜର୍ସ ଲେଖିଛନ୍ତି, କୋହଲି ସାହେବ ନାନା ପାଟେକରଙ୍କୁ ସମ୍ପୂର୍ଣ୍ଣ ନବରାତ୍ରି ଅନୁଭବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri