ବିବାହ ବିଚ୍ଛେଦ ମାମଲାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ମାମଲା ବିଚାରାଧୀନ ଥିଲେ ଜଣେ ନେଇପାରିବେ…

କଟକ,୧୦ା୧: ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି ପ୍ରତ୍ୟାହାର କରିପାରିବେ। ରାୟ ପୂର୍ବରୁ ଦମ୍ପତିଙ୍କ ମଧ୍ୟରୁ ଜଣେ ଏକପାଖିଆ ସମ୍ମତି ପ୍ରତ୍ୟାହାର କରିପାରିବେ।

ବାଲେଶ୍ୱର ପରିବାର ଅଦାଲତଙ୍କ ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ରାୟ ସଂରକ୍ଷିତ ବେଳେ ସ୍ତ୍ରୀ ସମ୍ମତି ପ୍ରତ୍ୟାହାର ପାଇଁ ଆବେଦନ କରିଥିଲେ। ରାୟ ପ୍ରକାଶର ୪ ଦିନ ପୂର୍ବରୁ ସ୍ତ୍ରୀ ସମ୍ମତି ପ୍ରତ୍ୟାହାର କରିଥିଲେ। ତେବେ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଇଥିଲେ ବାଲେଶ୍ୱର ଫ୍ୟାମିଲି କୋର୍ଟ।

ଏହି ଆଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ସ୍ତ୍ରୀ। ହାଇକୋର୍ଟ ସ୍ତ୍ରୀଙ୍କ ଆବେଦନକୁ ଗ୍ରହଣ ମଧ୍ୟ କରିଥିଲେ। ଫ୍ୟାମିଲି କୋର୍ଟଙ୍କ ରାୟକୁ ଖାରଜ କରିଦେଇଛନ୍ତି ହାଇକୋର୍ଟ। ସାନି ଶୁଣାଣି କରି ୬ ମାସରେ ଫଇସଲା କରିବେ ବାଲେଶ୍ୱର ପରିବାର ଅଦାଲତ।


Enter your email to get our daily news in your inbox.

All Right Reserved By Dharitri.Com

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri