ଭାରତୀୟ ହାଇକମିଶନରଙ୍କୁ ସମନ କଲା ବାଂଲାଦେଶ, ଲଗାଇଲା ଏପରି ଅଭିଯୋଗ

ନୂଆଦିଲ୍ଲୀ,୧୨।୧: ରବିବାର ଭାରତୀୟ ହାଇକମିଶନର ପ୍ରଣୟ ବର୍ମାଙ୍କୁ ସମନ କରିଛି ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟ। ଭାରତ-ବାଂଲାଦେଶ ସୀମାରେ ପାଞ୍ଚଟି ସ୍ଥାନରେ ବାଡ଼ ନିର୍ମାଣ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିବାର କିଛି ଘଣ୍ଟା ପରେ ଢାକା ଏହି ସମନ ଜାରି କରିଛି, ଯାହା ଦ୍ୱିପାକ୍ଷିକ ଚୁକ୍ତିନାମାର ଉଲ୍ଲଂଘନ କରୁଛି।

ଅପରାହ୍ନ ପ୍ରାୟ ୩ ଟା ସମୟରେ ବର୍ମା ବୈଦେଶିକ ମନ୍ତ୍ରଣାଳୟ କାର୍ଯ୍ୟାଳୟକୁ ପ୍ରବେଶ କରୁଥିବା ଦେଖିବାକୁ ମିଳିଥିଲା। ବୈଦେଶିକ ସଚିବ ଜସିମ ଉଦ୍ଦିନଙ୍କ ସହ ତାଙ୍କର ସାକ୍ଷାତ ପ୍ରାୟ ୪୫ ମିନିଟ୍ ଧରି ଚାଲିଥିଲା।

ଆଲୋଚନା ସମ୍ପର୍କରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ପକ୍ଷରୁ କୌଣସି ସରକାରୀ ବିବୃତ୍ତି ପ୍ରକାଶ କରାଯାଇ ନଥିଲେ ମଧ୍ୟ, ଅଧିକାରୀମାନେ ନିଶ୍ଚିତ କରିଛନ୍ତି ଯେ ବର୍ମାଙ୍କୁ ସମନ କରାଯାଇଛି।

ସମ୍ପ୍ରତି ଉଭୟ ଦେଶର ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଛି। ଗତ ସପ୍ତାହର ଆରମ୍ଭରେ, ଢାକା ଭାରତୀୟ ପାଣିପାଗ ବିଭାଗ (IMD) ର ୧୫୦ ତମ ବାର୍ଷିକୀ ପାଳନ ପାଇଁ ଭାରତ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ନ ଆସିବାକୁ ନିଷ୍ପତ୍ତି ନେଇଥିଲା। ବାଂଲାଦେଶର ଏହି ମନାକୁ ‘ସରକାରୀ ଖର୍ଚ୍ଚରେ ଅନାବଶ୍ୟକ ବିଦେଶ ଯାତ୍ରା ଉପରେ ପ୍ରତିବନ୍ଧକ’ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଏକ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri