ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ, ସୌନ୍ଦର୍ଯ୍ୟ ଉପଭୋଗ କରିବେ ସାଧାରଣ ଲୋକେ

ଭୁବନେଶ୍ୱର,୧୩ା୧: ସୋମବାରଠାରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ। ଏହା ୨୨ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ। ଆଜି ଅପରାହ୍ନ ୨.୩୦ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହି ଉଦ୍ୟାନ ଖୋଲା ରହିବ।Odisha: Raj Bhawan garden to open

ତେବେ ସ୍କୁଲ ପିଲାମାନଙ୍କ ପାଇଁ ରାଜଭବନ ଉଦ୍ୟାନ ପରିଦର୍ଶନର ସମୟ ସକାଳ ୮:୩୦ରୁ ସକାଳ ୧୦ଟା ପର୍ଯ୍ୟନ୍ତ ସ୍ଥିର କରାଯାଇଛି। ପରିଦର୍ଶନ ପୂର୍ବରୁ ସ୍କୁଲ କର୍ତ୍ତୃପକ୍ଷ ଆବେଦନ କରିବାକୁ ପଡ଼ିବ।

 Odisha Raj Bhavan Garden to remain open for public from January 13 to 22; Check timing, rules

ସ୍କୁଲ ଛାତ୍ରୀଛାତ୍ର ସ୍କୁଲ ପୋଷାକ ଏବଂ ପରିଚୟପତ୍ର ପିନ୍ଧି ଶିକ୍ଷକ କିମ୍ବା କର୍ମଚାରୀଙ୍କ ତତ୍ତ୍ୱାବଧାନରେ ଆସିବେ ବୋଲି ସୂଚନା ଦିଆଯାଇଛି। ଏଥିପାଇଁ, ସ୍କୁଲ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କୁ ପରିଦର୍ଶନ କରିବା ପାଇଁ ଏଡିସି କିମ୍ବା ମୁଖ୍ୟ ସୁରକ୍ଷା ଅଧିକାରୀଙ୍କୁ ଏକ ଅନୁରୋଧ ପତ୍ର ପଠାଇବେ।

Have you seen Rajbhavan Bhubaneswar Garden yet? If not check the time to visit here - Bhubaneswar Buzz

କେବଳ ମୋବାଇଲ ଆପ୍‌ ପଞ୍ଜୀକରଣ ମାଧ୍ୟମରେ ପ୍ରବେଶ ଅନୁମତି ମିଳିବ। ରାଜଭବନ ଉଦ୍ୟାନ ପରିଦର୍ଶନ କରିବା ପାଇଁ କୌଣସି ପ୍ରବେଶ ଶୁଳ୍କ ନାହିଁ। ରାଜଭବନ ପରିଦର୍ଶନ କରିବା ପାଇଁ ଆପଣଙ୍କୁ ଏକ ଆପ୍‌ ମାଧ୍ୟମରେ ପଞ୍ଜୀକରଣ କରିବାକୁ ପଡ଼ିବ। ଏହି ମୋବାଇଲ ଆପ୍‌ ପ୍ଲେ ଷ୍ଟୋର କିମ୍ବା ଆପ୍‌ ଷ୍ଟୋରରୁ ଡାଉନଲୋଡ୍‌ କରାଯାଇପାରିବ।

Kalinga TV on X: "Visuals of #Odisha Raj Bhavan garden in #Bhubaneswar. https://t.co/XI2S8Ckva9" / X
ଓଡିଶା ରାଜଭବନ ଉଦ୍ୟାନ ପରିଦର୍ଶନ ଓ୍ବେବ୍‌ସାଇଟ https://www.rajbhavanodisha.gov.in/view/raj-bhawan-garden.php ପରିଦର୍ଶନ କରନ୍ତୁ
ଉପର ଡାହାଣ ପାର୍ଶ୍ୱରେ ଉଦ୍ୟାନ ପରିଦର୍ଶନ ଟ୍ୟାବ୍‌ କ୍ଲିକ କରନ୍ତୁ।
ସମସ୍ତ ସୂଚନା ଏବେ ପପ୍‌ ଅପ୍‌ ହେବ। ଏଠାରେ ଏକ QR କୋଡ ଅଛି। ପରିଦର୍ଶନ କରିବା ପାଇଁ ଆପ୍‌ ଡାଉନଲୋଡ କରିବା ପାଇଁ ଆପଣ ଏହାକୁ ସ୍କାନ କରିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri