ସେଣ୍ଟ ଜାଭିୟର୍ସ ହାଇସ୍କୁଲକୁ ୫ଷ୍ଟାର ର଼୍ୟାଙ୍କିଙ୍ଗ୍‌

ଭୁବନେଶ୍ୱର,୧୪ା୧(ଅନୁରାଧା ମହାରଣା): ଦ୍ବାରକାରେ ଆୟୋଜିତ ଏକ ସମାବେଶରେ ସିଇଡି ଫାଉଣ୍ଡେଶନ ଦ୍ୱାରା କଟକ ବାରବାଟି ଷ୍ଟାଡିୟମ୍‌ସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲ କ୍ରମାଗତ ଭାବେ ଷ୍ଟାର ର଼୍ୟାଙ୍କିଙ୍ଗ୍‌ରେ ୫ ଷ୍ଟାର ପ୍ରାପ୍ତ କରିପାରିଛି। ଏ++ ଗାର୍ଡ ସହିତ ପରୀକ୍ଷଣାତ୍ମକ ଶିକ୍ଷା ପ୍ରଦାନ କରାଯାଉଥିବା ବିଦ୍ୟାଳୟ ଭାବରେ ଏହି ବିଦ୍ୟାଳୟ ସ୍ବୀକୃତିପ୍ରାପ୍ତ ହୋଇଥିବାବେଳେ ବିଦ୍ୟାଳୟର ଅଧ୍ୟକ୍ଷ ଡ. ପ୍ରିୟଦର୍ଶୀ ନାୟକଙ୍କ ଦୂରଦୃଷ୍ଟି ଓ ବଳିଷ୍ଠ ନେତୃତ୍ୱରେ ବିଦ୍ୟାଳୟ ଏହି ସଫଳତା ହାସଲ କରିପାରିଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ଶ୍ରୀଧର ଶ୍ରୀବାସ୍ତବ, ମୁଖ୍ୟ ବକ୍ତା ଭାବେ ପ୍ରଫେସର ଦିନେଶ ସିଂହ ଯୋଗଦେଇଥିବାବେଳେ ଡ. ପ୍ରିୟଦର୍ଶୀ ନାୟକ, ଡ. ଏ କେ ଶର୍ମା, ଅନୁଭୂତି ମେହେଟା, ଡ. ଶୁନିଲ ତ୍ରିପାଠି ପ୍ରମୁଖ ଦେଇଥିଲେ । ସେହିପରି କଟକର ସେଣ୍ଟ ଜାଭିୟର ହାଇସ୍କୁଲ ବାରବାଟୀ କ୍ୟାମ୍ପସରୁ ଯୋଗେଶ ବର୍ମା ପିଜିଟି ବାଣିଜ୍ୟ ଭାରତ ଆଇକନିକ ଏଡୁକେଟର୍‌ ଭାବେ ପୁରସ୍କୃତ ହୋଇଛନ୍ତି। ସୂଚନାଥାଉକି, ଷ୍ଟାର ରାଙ୍କି ପାଇଁ ମୋଟ ୨୩ ଟି ରାଜ୍ୟ ରୁ ୧୪୫୬ ଟି ବିଦ୍ୟାଳୟ ର ଆବେଦନ ପତ୍ର ଗ୍ରହଣ କରାଯାଇ ଥିଲା । ଏଥିରୁ ୧୦୩ଟି ବିଦ୍ୟାଳୟ ନିର୍ବାଚିତ ହୋଇଥିଲେ I ଏ ସମସ୍ତ ବିଦ୍ୟାଳୟ ମଧ୍ୟରେ କଟକ ବାରବାଟି ଷ୍ଟାଡିୟମସ୍ଥିତ ସେଣ୍ଟ ଜାଭିୟର୍ସ ଉଚ୍ଚ ବିଦ୍ୟାଳୟ ୫ ଷ୍ଟାର ର଼୍ୟାଙ୍କିଙ୍ଗ ପାଇବାର ଗୌରବ ଅର୍ଜନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri