ବାଇକ୍‌କୁ ଧକ୍କା ଦେଲା ଅଟୋ,ପରେ…

ଦିଗପହଣ୍ଡି,୧୫।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନଙ୍ଗପୁର ନିକଟ ଲାଡିଗାଁ ଛକରେ ମଙ୍ଗଳବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଟୋ ବାଇକ (ନଂ.ଓଡି ୦୭ ଏ ଭି -୮୪୩୯)କୁ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ଜଣକ ହେଲେ ସଦର ଥାନା ନାରାୟଣ ପୁର ଗ୍ରାମର ବିକ୍ରମ ନାୟକ (୩୫)। ସେହିଭଳି ଗୁରୁତର ଆହତ ହୋଇଥିବା ଯୁବକ ଜଣକ ହେଲେ ଗଣିଆନାଳ ଗ୍ରାମର ସନିଆ ନାୟକ (୨୭)।ସନିଆଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସାପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସନିଆ ଏବଂ ବିକ୍ରମ ମିଶି ଏକ ବାଇକରେ ଦିଗପହଣ୍ଡି ଅଭିମୁଖେ ଆସୁଥିବା ବେଳେ ଅନ୍ୟଏକ ଅଟୋ ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିବା ସ୍ଥାନୀୟ ଲୋକେ କହିଛନ୍ତି। ଦିଗପହଣ୍ଡି ପୋଲିସ ଆହତଙ୍କୁ ଉଦ୍ଧାର କରି ବାଇକ ଜବତ କରିବା ସହ ତଦନ୍ତ ଚଳାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri