୧୮ରୁ ଚିଲିକାରେ ପକ୍ଷୀଗଣନା

ବାଲୁଗାଁ,୧୬ା୧: ଚଳିତମାସ ୧୮ ତାରିଖରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା, ଚିଲିକାରେ ପକ୍ଷୀଗଣନା ହେବ। ଏହି ଗଣନା ପାଇଁ ୨୧ଟି ଟିମ୍‌, ପ୍ରତି ଟିମ୍‌ରେ ୪ରୁ ୫ ଜଣ ରହିବେ ବୋଲି କହିଛନ୍ତି ଡିଏଫ୍‌ଓ। ସେହିପରି ୨୦ରୁ ୨୨ ପର୍ଯ୍ୟନ୍ତ ଚିଲିକାରେ ଡଲ୍‌ଫିନ୍‌ ଗଣନା ହେବ।

ସେହିପରି ଜାନୁଆରୀ ୧୮ରୁ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାଜନଗର ଜଙ୍ଗଲ ବିଭାଗ ଦ୍ବାରା ରାଜନଗର, କନିକା, ଗହୀରମଥା, ମହାକାଳପଡା ଏବଂ କୁଜଙ୍ଗ ଆଦି ପାଞ୍ଚଟି ରେଞ୍ଜ୍‌ରେ ପକ୍ଷୀଗଣନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri