Posted inଜାତୀୟ

ମଶାଣିରେ ହାଡ ଖାଉଥିଲି, ତା’ସହ… ଆଇଆଇଟି ବାବାଙ୍କ ଭୟଙ୍କର ସାଧନା ଶୁଣିଲେ

ନୂଆଦିଲ୍ଲୀ,୧୭।୧ଆଇଆଇଟି ବାବା ଭାବେ ଭାଇରାଲ ହେବା ପରେ ହଠାତ୍‌ ମହାକୁମ୍ଭରୁ ନିଖୋଜ ହୋଇଯାଇଛନ୍ତି ବାବା। ସେ ପ୍ରୟାଗରାଜ ମହାକୁମ୍ର ଆଶ୍ରମ ଛାଡି ଦେଇଛନ୍ତି। ସେ ଏବେ କୌଣସି ଅଜ୍ଞାତ ସ୍ଥାନକୁ ଚାଲିଯାଇଛନ୍ତି। କୁହାଯାଉଛି କି, ଗଣମାଦ୍ୟମରେ ପ୍ରସାରିତ ହେବା ପରେ ବାବାଙ୍କ ମାତା-ପିତା ତାଙ୍କୁ ଖୋଜିଖୋଜି ଆଶ୍ରମ ଆସି ପହଞ୍ଚିଥିଲେ ଯାହାର ଖବର ପାଇ ସେ ଆଶ୍ରମ ଛାଡି ଦେଇଛନ୍ତି। ତେବେ ମହାକୁମ୍ଭର ଚର୍ଚ୍ଚାର ବିଷୟ ପାଲଟିଛନ୍ତି ‘ଆଇଆଇଟି ବାବା’ ଓରଫ ଅଭୟ ସିଂହ। ପୂର୍ବତନ ଏରୋସ୍ପେସ ଇଞ୍ଜିନିୟର ସିଂହ ଏହି ମହାନ ଧାର୍ମିକ ମହାକୁମ୍ଭ ମେଳାକୁ ଆସି ଚର୍ଚ୍ଚିତ ହୋଇଛନ୍ତି। ବର୍ତ୍ତମାନ ସେ ମେଳା ଛାଡି ଚାଲିଯାଇଛନ୍ତି। ତେବେ ଗଣମାଧ୍ୟମର ଏକ ସାକ୍ଷାତକାରରେ ସେ କହିଥିଲେ ଯେ, ସେ ଶ୍ମଶାନରେ ଥିବାବେଳେ ହାଡ ଖାଉଥିଲେ। ଯାହା ଏବେ ଭାଇରାଲ ହେଉଛି।

ସେ କହିଥିଲେ, ଚାକିରି ଛାଡିବା ପରେ ମୁଁ କିଛି ଅଘୋରୀ ବାବାଙ୍କୁ ଭେଟିଥିଲି ଏବଂ ସାଧନା କରିଥିଲି। ସେଠାରେ ଆଉ ୩-୪ଜଣ ଲୋକ ବି ଥିଲେ। ଆମକୁ କାଳୀ ମା’ଙ୍କ ପ୍ରସାଦ ଭାବେ ମଦ ପିଇବାକୁ ଦିଆଯାଇଥିଲା। ମୁଁ ଅନେକ ଲୋକଙ୍କୁ ଭେଟିବା ସହ ଜଟା ବାନ୍ଧିଥିଲି। ମୋତେ ଅଘୋର ମନ୍ତ୍ର ବି ଦିଆଯାଇଥିଲା। ଏହା ପରେ ସେମାନେ ମୋତେ ଯାହା ଦେଲେ ମୁଁ ବାବା ଭୋଲେନାଥଙ୍କ ପ୍ରସାଦ ଭାବି ଖାଇଦେଇଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri