ଏଇ ଭାରତରେ

ପ୍ଲାଷ୍ଟିକ ପ୍ରଦୂଷଣ ଏବେ ପରିବେଶ ପାଇଁ ବିପଦ ସୃଷ୍ଟି କରିଛି ଓ ଭବିଷ୍ୟତରେ ଏହା ଜୀବଜଗତ ପ୍ରତି ଘାତକ ହେବ ବୋଲି ବୈଜ୍ଞାନିକମାନେ ସତର୍କ କରିଦେଇଛନ୍ତି। ଏ ଦୃଷ୍ଟିରୁ ଯେଉଁମାନେ ପ୍ଲାଷ୍ଟିକ ବର୍ଜ୍ୟର ପୁନଃ ଉପଯୋଗ କରି ବ୍ୟବହାରଯୋଗ୍ୟ ତଥା ପରିବେଶ ଉପଯୋଗୀ ଜିନିଷ ତିଆରି କରୁଛନ୍ତି ସେମାନେ ବାସ୍ତବରେ ପ୍ରଶଂସାଯୋଗ୍ୟ। ଏଭଳି ଦୁଇ ଭାଇ ହେଉଛନ୍ତି ବିକାଶ କୁମାର ଓ ରାହୁଲ ବଶୁକି। ସେମାନେ ଏବେ ସୁଦ୍ଧା ୧୦୦୦ ଟନ୍‍ ପ୍ଲାଷ୍ଟିକ ବର୍ଜ୍ୟର ପୁନଃ ବିନିଯୋଗ କରି ଆକର୍ଷଣୀୟ ଓ ପରିବେଶ ସହନୀୟ ଜିନିଷ ତିଆରି କରୁଛନ୍ତି। ଏଥତ୍ରୁ ମାସକୁ ପାଖାପାଖତ୍ ୧୦ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ସେମାନେ ନିଜେ ନିର୍ମାଣ କରିଥତ୍ବା ମେଶିନରେ ଏହା କରୁଛନ୍ତି। ବିକାଶ ଆଇଆଇଟି ସ୍ନାତକୋତ୍ତର ଓ ରାହୁଲ ଏନ୍‍ଆଇଏଫ୍‍ଟିରୁ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି। ପ୍ରଥମେ ସେମାନେ ଘରକୁ ଘର ଯାଇ ବର୍ଜ୍ୟ ସଂଗ୍ରହ କରୁଥତ୍ଲେ। ସେମାନଙ୍କୁ ଲୋକେ କବାଡିବାଲା କହୁଥତ୍ଲେ ଓ ତାହାକୁ ଖାତିର ନ କରି ଦୁହେଁ ଆଗକୁ ବଢ଼ିଥତ୍ଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri