୨୨ରୁ ଫୁଲ୍‌ ପଇସା ଅସୁଲ ସେଲ୍‌

ମୁମ୍ବାଇ,୨୧।୧: ସ୍ମାର୍ଟ ବଜାରର ବହୁ ପ୍ରତୀକ୍ଷିତ ଅଫର ‘ଫୁଲ୍‌ ପଇସା ଅସୁଲ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନର ଏହି ଦରଦାମ ବୃଦ୍ଧି (ମେହେଙ୍ଗାଇକା ମିଟର) ସମୟରେ ଗ୍ରାହକଙ୍କୁ କିଛି ପରିମାଣର ରିହାତି ମିଳିବା ସହିତ ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟକୁ ଏହି ଅଫର ବିଶେଷ ଭାବେ ସୁଲଭ କରିଥାଏ। ଏହି ଅଫର ୨୦୨୫ ଜାନୁୟାରୀ ୨୨ରୁ ୨୬ ପର୍ଯ୍ୟନ୍ତ ସମସ୍ତ ସ୍ମାର୍ଟ ବଜାରରେ ଉପଲବ୍ଧ ରହିଛି। ଏହି ୫ ଦିନିଆ ସେଲରେ ଗ୍ରାହକ ଆକର୍ଷଣୀୟ ରିହାତି ପାଇପାରିବେ। ରିଲାଏନ୍ସ ସ୍ମାର୍ଟ ବଜାରର ସମସ୍ତ ଷ୍ଟୋରରେ ଗ୍ରାହକ ୫କେଜି ଚାଉଳ ଏବଂ ୩ ଲିଟର ଖାଇବା ତେଲ ମାତ୍ର ୭୯୯ ଟଙ୍କାରେ କ୍ରୟ କରିପାରିବେ। ଏପରିକି ୩ଟି ଥଣ୍ଡାଜାତୀୟ ଉତ୍ପାଦ (କୋଲ୍‌ଡ୍ରିଙ୍କ୍‌ସ) କିଣିଲେ ଆଉ ଗୋଟିଏ ଥଣ୍ଡା ସମ୍ପୂର୍ଣ୍ଣ ମାଗଣା (ବାଏ ୩ ଗେଟ ୧ ଫ୍ରି) ପାଇପାରୁଥିଲାବେଳେ ୨ଟି ବିସ୍କୁଟ କିଣିଲେ ଗୋଟିଏ ବିସ୍କୁଟ ସମ୍ପୂର୍ଣ୍ଣ ମାଗଣା (ବାଏ ୨ ଗେଟ ୧ ଫ୍ରି) ଏବଂ ଡିଟରଜେଣ୍ଟ ଉପରେ ୩୩%ର ଆକର୍ଷଣୀୟ ରିହାତି ସମ୍ପୃକ୍ତ ଷ୍ଟୋର ପକ୍ଷରୁ ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ

ନୂଆଦିଲ୍ଲୀ,୧୧।୧୨: ୨୦୨୬ ହେଉଛି ଏପରି ଏକ ବର୍ଷ ଯାହାକୁ ବିଶ୍ୱ ଅଣଦେଖା କରିପାରିବ ନାହିଁ। ଅନେକ ସୀମା ଏପରି ଏକ ସମୟରେ ଆସିବ ଯେଉଁଠାରେ ଏକ...

ଗମ୍ଭୀରଙ୍କ ଯୋଗୁ ମିଳିଲାନି ଅଧିନାୟକ ପଦ! ଶୁବମନଙ୍କ ଉପରେ କରାଯାଉଥିଲା ପ୍ଲାନିଂ, ସାମ୍ନାକୁ ଆସିଲା ବଡ଼ ସତ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟରେ ନିକଟରେ ପରିବର୍ତ୍ତନ ପ୍ରଶଂସକମାନଙ୍କୁ ଆଶ୍ଚର୍ଯ୍ୟ କରିଛି। ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ହଠାତ୍‌ ଅବସର ଏବଂ ପରବର୍ତ୍ତୀ ସମୟରେ ଶୁବମନ ଗିଲଙ୍କୁ...

ନରେନ୍ଦ୍ର ମୋଦିଙ୍କ ଉତ୍ତରାଧିକାରୀ କିଏ, ମୋହନ ଭାଗବତ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୧।୧୨: ନରେନ୍ଦ୍ର ମୋଦିଙ୍କ ପରେ କିଏ ପ୍ରଧାନମନ୍ତ୍ରୀ ହେବେ, ସେନେଇ ଏବେ ଚର୍ଚ୍ଚା ଚାଲିଛି। ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ଏ...

ଆମେରିକାରେ ରହିବାକୁ ହେଲେ ଦେବାକୁ ହେବ ମୋଟା ଅଙ୍କର ଟଙ୍କା, ଟ୍ରମ୍ପ ଆରମ୍ଭ କଲେ Gold Card

ନୂଆଦିଲ୍ଲୀ,୧୧|୧୨ : ଦିନକୁ ଦିନ ଭାରତ ଏବଂ ଆମେରିକା ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଭାରତୀୟଙ୍କୁ ଆମେରିକାରେ ରହିବା ଏକ ପ୍ରକାର ସ୍ବପ୍ନ ହୋଇଯାଇଛି...

ଅଜବ ପରମ୍ପରା:ପ୍ରେମ କରୁଥିଲେ ଏମିତି ଜଣାନ୍ତି….

ବେଜିଂ:ସାରା ବିଶ୍ୱରେ ପ୍ରେମ ପ୍ରକାଶର ଉପାୟ ପ୍ରାୟତଃ ଭିନ୍ନ। କିଏ ଫୁଲ ଦେଇ ପ୍ରପୋଜ୍‌ କରନ୍ତି ତ ଆଉ କିଏ ପ୍ରେମପତ୍ର ଦିଅନ୍ତି। ଆଉ କେହି...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri