ବନ୍ଦ ଅଛି ଭିତରକନିକା: ହେଲେ ବି ବୁଲୁଛନ୍ତି ଭିଆଇପି ପର୍ଯ୍ୟଟକ

ରାଜନଗର,୨୧।୧(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିବା ବେଳେ ବୋଟରେ ବୁଲୁଛନ୍ତି ଇକୋରିଟ୍ରିଟ୍‌କୁ ଆସିଥିବା ଭିଆଇପି ପର୍ଯ୍ୟଟକ। କୁମ୍ଭୀର ଗଣନା ଯୋଗୁ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ୯ ଦିନ ବନ୍ଦ ଥିବା ବେଳେ କିପରି ଏବଂ କେଉଁ ପରିସ୍ଥିତି ପର୍ଯ୍ୟଟକ ବୋଟରେ ବୁଲୁଛନ୍ତି ତାକୁ ନେଇ ପ୍ରଶ୍ନ ସୃଷ୍ଟି ହୋଇଛି। ଏପରି କି ସଠିକ କୁମ୍ଭୀର ଗଣନାକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି।

ସୂଚନା ଯୋଗ୍ୟ, ସାଧାରଣ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ବନ୍ଦ ଥିବା ବେଳେ ଇକୋରିଟ୍ରିଟକୁ ଆସିଥିବା ପର୍ଯ୍ୟଟକଙ୍କ ପାଇଁ କେଉଁ ପରିସ୍ଥିତିରେ ଭିତରକନିକା ଖୋଲି ଦିଆଗଲା ତାକୁ ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

କୁମ୍ଭୀର ଗଣନା ସମୟରେ ଯନ୍ତ୍ର ଚାଳିତ ବୋଟ ଚାଲିଲେ କୁମ୍ଭୀରମାନେ ଭୟଭୀତ ହୋଇ ପାଣି ଭିତରକୁ ଚାଲି ଯାଆନ୍ତି। ଏହାକୁ ଦୃଷ୍ଟିରେ ରଖି ଭିତରକନିକାର ନଦୀ, ନାଳରେ ବୋଟ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ହେଲେ ଇକୋରିଟ୍ରିଟକୁ ଆସିଥିବା ପର୍ଯ୍ୟଟକଙ୍କ ପାଇଁ ବନବିଭାଗ ନିୟମ ଉଲ୍ଲଂଘନ କରି କିପରି ଯନ୍ତ୍ର ଚାଳିତ ବୋଟରେ ପର୍ଯ୍ୟଟକଙ୍କୁ ଅନୁମତି ଦିଆଯାଇଛି ତାହାକୁ ନେଇ ପରିବେଶବିଦ୍‌ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri