ପାଚକ,ପାଚିକା ମାନଙ୍କ ପାରିଶ୍ରମିକ ୩୦୦୦ ଟଙ୍କାକୁ ବୃଦ୍ଧି, ଉପକୃତ ହେବେ ୧.୧୨ ଲକ୍ଷ କର୍ମଚାରୀ

ଭୁବନେଶ୍ୱର, ୨୧ା୧: ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ ମାସିକ ପାରିଶ୍ରମିକ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ୱାରା ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) ରାଜ୍ୟରେ ନିୟୋଜିତ ହୋଇଥିବା ୧,୧୨,୦୯୦ ଜଣ ପାଚକ, ପାଚିକା (Cook-cum-Helpers) ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ।

ଏହି ପାଚକ, ପାଚିକା ମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦,୬୧୮ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri