ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ। ୮୦ ବର୍ଷୀୟ ସିଦ୍ଧରାମାୟା ବିଧାନସଭାର ସଦସ୍ୟ…

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କର। ସେ IPL…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ କେନ୍ଦ୍ରମନ୍ତ୍ରୀ ହର୍ଷ ମାଲହୋତ୍ରାଙ୍କୁ ଦାୟିତ୍ୱ ଦିଆଯାଇଛି।…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି । …

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଇସ୍ତଫାପତ୍ର ପ୍ରଦାନ କରିବା ପରେ ସିଦ୍ଧରାମାୟା…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିଲା। ଆନନ୍ଦ ଜିଲାର…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ ସେହିପରି କଲି। ଦଳର ହାଇକମାଣ୍ଡ ମୋତେ ଆରମ୍ଭରୁ ଇସ୍ତଫା ଦେବାକୁ କହିଥିଲେ। ମୁଁ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟପାଳଙ୍କ ଅନୁପସ୍ଥିତିରେ ତାଙ୍କ ସଚିବଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛି। ରାଜ୍ୟପାଳ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଗୁରୁବାର ଭୋର ପ୍ରାୟ ସାଢ଼େ ୩ଟା ସମୟରେ ବାଳିକା ଛାତ୍ରାବାସରେ ଅଗ୍ନିକାଣ୍ଡ ଘଟିଥିଲା।…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି କ୍ଷେତ୍ରରେ ପ୍ରକୃତରେ ଆକ୍ରମଣ କରିଛନ୍ତି। ଇରାନ ସହିତ ଯୁଦ୍ଧବିରତି ସତ୍ତ୍ୱେ, ଆମେରିକାର ରାଷ୍ଟ୍ରପତି…

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ କେନ୍ଦ୍ରମନ୍ତ୍ରୀ ହର୍ଷ ମାଲହୋତ୍ରାଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ସହିତ, ଭାଜପା…

ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍‌ରେ ବଡ଼ ହଲଚଲ,ଚମକାଇଲା IISSର ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି। ଚାଇନା ସହିତ ସୀମା ଶାନ୍ତିପୂର୍ଣ୍ଣ ରହିଥିଲେ ମଧ୍ୟ, ଏକ ଅଚଳାବସ୍ଥା ଜାରି ରହିଛି।…

ପଦ ଛାଡ଼ିଲେ ମୁଖ୍ୟମନ୍ତ୍ରୀ: ପ୍ରାତଃଭୋଜନ ବୈଠକରେ କଲେ ଘୋଷଣା

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ତାଙ୍କ ପଦ ଛାଡିଛନ୍ତି। ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କ ମନ୍ତ୍ରୀମାନଙ୍କ ସହିତ ଏକ ପ୍ରାତଃଭୋଜନ ବୈଠକରେ ସେ ଏହି ଘୋଷଣା କରିଛନ୍ତି। ସେ ତାଙ୍କ ନିଷ୍ପତ୍ତି ବିଷୟରେ ମନ୍ତ୍ରୀମାନଙ୍କୁ ଅବଗତ କରାଇଛନ୍ତି। ଅପରାହ୍ନ ୩.୦୦ଟାରେ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ ଟାର୍ଗେଟ କରିଥିଲା ଯାହାକୁ ଆମେରିକୀୟ ସେନା ତାଙ୍କ ସୈନ୍ୟ ଏବଂ ହର୍ମୁଜ ପ୍ରଣାଳୀ…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌କୁ ଅନୁଧ୍ୟାନ କରିବାକୁ ସୁପ୍ରିମକୋର୍ଟ ବୁଧବାର ରାଜି ହୋଇଛନ୍ତି।…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା। ହେଲେ ଅପରାହ୍ନରୁ କାଳବୈଶାଖୀ ବର୍ଷା ଥଣ୍ଡା କରିଦେଇଥିଲା। ଆକାଶରେ କଳାହାଣ୍ଡିଆ ବାଦଲ ଦେଖାଦେବା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri