ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି। ଏହି…

IPLରୁ ବାଦ୍‌ ପଡ଼ିବା ପରେ ଚମକିଲା ମୁସ୍ତାଫିଜୁର ରହମାନଙ୍କ ଭାଗ୍ୟ

ନୂଆଦିଲ୍ଲୀ, ୫।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶରେ ବାଂଲାଦେଶର ଷ୍ଟାର ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ କୋଲକାତା ନାଇଟ ରାଇଡର୍ସ ଦଳରୁ ମୁକ୍ତ କରାଯାଇଥିଲା। IPL ନିଲାମରେ KKR ରହମାନଙ୍କୁ ୯.୨ କୋଟିରେ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇପାରେ, ଯାହା ଫଳରେ…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା ଏବଂ ପ୍ରଧାନମନ୍ତ୍ରୀ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି ହୋଲି ଏବଂ ଦୀପାବଳିରେ ମାଗଣା ଗ୍ୟାସ…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ ଦେଶର ଶକ୍ତିକୁ ଏହାର ଅର୍ଥନୀତି, ସାମରିକ କିମ୍ବା ରାଜନୈତିକ ପ୍ରଭାବ ଦ୍ୱାରା ନୁହେଁ,…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା। କେନ୍ଦ୍ର ସରକାର ରାଶନକୁ ନଗଦ ସହିତ ବଦଳାଇବାକୁ ଯୋଜନା କରୁଛନ୍ତି। କିଛି ଅଞ୍ଚଳରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଏକ ନୂଆ ପରିଚୟ ଦେବ। ଟାରିଫ୍‌ ହ୍ରାସ ଯୋଗୁ ଆମେରିକା…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ ଏହାକୁ ତୁରନ୍ତ ମୁଲତବୀ କରାଯାଇଥିଲା। ରାଜ୍ୟ ସଭାରେ ଏକ ବଡ଼ ହଟ୍ଟଗୋଳ ଦେଖିବାକୁ…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ ସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଘର ଛତିଶଗଡ଼ ରାଜ୍ୟର ଲିଙ୍ଗପୁରମ ଗ୍ରାମର…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି ବଗି ଛାଡି ତିନୋଟି ବଗି ଲାଇନଚ୍ୟୁତ ହୋଇଛି । ଯଦି କହିବା ଏକ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ ମଧ୍ୟ ଶତକ ହାସଲ କରିଥିଲେ। ଏହି ଇନିଂସଗୁଡ଼ିକ ଆଫଗାନିସ୍ତାନ ଦ୍ୱାରା ଧାର୍ଯ୍ୟ ୩୧୧…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ମୋଟ୍ ୧୧ ଜିଲାର…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି ଯେ ପାକିସ୍ତାନ ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାରେ ହେବାକୁ ଥିବା ମ୍ୟାଚ୍ ଉପରେ…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌ ଡିଲ୍‌ ନେଇ ଘୋଷଣା କରିଛନ୍ତି। କିନ୍ତୁ ଏହି ବାଣିଜି୍ୟକ ଚୁକ୍ତି ଭାରତୀୟ ବଜାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri