ଜାନୁଆରୀ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୨୩।୧: ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ୨୭ ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri