ପାଣ୍ଡିଆନ୍‌-ନବୀନଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ ମନ୍ମଥ, ସତରେ କ’ଣ…

ଭୁବନେଶ୍ୱର,୨୫।୧: ଏବେ ମଧ୍ୟ ନବୀନଙ୍କ ପାଖରେ ଅଛନ୍ତି ପାଣ୍ଡିଆନ । ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି, ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ। ତାଙ୍କର ଏଭଳି ତଥ୍ୟ ରାଜ୍ୟ ରାଜନୀତି ସହ ସଧାରଣ ଜନତାଙ୍କୁ ମଧ୍ୟ ହଲଚଲ କରିଦେଇଛି। ଯେଉଁ ତଥ୍ୟ ମଧ୍ୟ ପାଣ୍ଡିଆନଙ୍କୁ ନେଇ ବଡ଼ ସୁରାକ
ଦେଇଛି। କାର୍ତ୍ତିକ ପାଣ୍ଡିଆନ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରୁଥିବା କହିଲେ ମନ୍ମଥ ରାଉତରାୟ । ସେ କହିଛନ୍ତି, ପାଣ୍ଡିଆନ ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ବୁଝନ୍ତି । ସେ ଆଗରୁ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝୁଥିଲେ, ଆଉ ଏବେ ବି ବୁଝୁଛନ୍ତି ବୋଲି ମୁଁ ଜାଣିଛି କହିଲେ ମନ୍ମଥ ।

ସେ ଆହୁରି କହିଛନ୍ତି ଯେ, ବାହାରୁ ଆସୁଥିବା ଡାକ୍ତର ଟିମ୍‌ଙ୍କ ସହ ପାଣ୍ଡିଆନ କଥାହୁଅନ୍ତି । ପାଣ୍ଡିଆନ ତାଙ୍କୁ ଗୁରୁଙ୍କୁ ବାପା ଭଳି ସେବା କରୁଛନ୍ତି । ଯାହା ଏକ ପୁଣ୍ୟ କାମ ।

ସେହିପରି ସଂଗଠନ ଭିତରେ ଚାଲିଥିବା ବିଶୃଙ୍ଖଳାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମନ୍ମଥ । ସେ କହିଛନ୍ତି, ପୂରା ଟିମର ଭୁଲ ନ ଥିଲା କିଛି ଜଣଙ୍କ ଭୁଲ ଥିଲା । କିଛି ମାତ୍ରାରେ ବ୍ୟକ୍ତିମାନେ ଭୁଲ ଥିଲେ । ତା’ର ରେଜଲ୍ଟ ଆମକୁ ମିଳିଲା । ଆମକୁ ବହୁମତ ଦେଲେନି । ଯେଉଁମାନଙ୍କର ଅଂହକାର ଅଛି, ଥିଲା, ଯେଉଁମାନେ ଭୁଲ କରିଥିଲେ, ଭୁଲ ମାନୁଛନ୍ତି । ପଶ୍ଚାତାପ କରୁଛନ୍ତି । ସେମାନଙ୍କୁ ନବୀନ ଚାନ୍ସ ଦେବେ ନ ଦେବେ ଆନାଲିସିସ ହେଉଛି । ଆଗକୁ ଭଲ ଦଳ ହେଇକି ବିଜେଡି ଉଠିବ । ସମସ୍ତେ ଗ୍ରାସ ରୁଟରେ ରହିବା ପାଇଁ ନବୀନ ପଟ୍ଟନାୟକ କହିଛନ୍ତି । ଆମକୁ ଅସୁବିଧା ହେଲେ ନବୀନ ପଟ୍ଟନାୟକ ଓହ୍ଲାଇ ଆସିବେ ବୋଲି କହିଛନ୍ତି ବିଜେଡି ନେତା ମନ୍ମଥ ରାଉତରାୟ ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri