ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ୧୫ ତମ ଜାତୀୟ ଭୋଟର ଦିବସ: ପୁରସ୍କୃତ ହେଲେ

ଦିଗପହଣ୍ଡି,୨୫।୧(ଅଶେଷ ନାଥ ମିଶ୍ର) ବ୍ରହ୍ମପୁର ସ୍ଥିତ ଟାଉଲ ହଲ ପରିସରରେ ଶନିବାର ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ୧୫ ତମ ଜାତୀୟ ଭୋଟର ଦିବସ ପାଳିତ ହୋଇଛି। ଏହି ଅବସରରେ ଦିଗପହଣ୍ଡିର ସହକାରୀ ଶିକ୍ଷକ ଉପେନ୍ଦ୍ର ପଣ୍ଡାଙ୍କୁ ଶ୍ରେଷ୍ଠ ବିଏଲଓ ସୁପରଭାଇଜର ପୁରସ୍କାରରେ ସମ୍ମାନିତ କରାଯାଇଥିବା ଜଣାପଡିଛି। ଦିଗପହଣ୍ଡି ମଧୁବିଦ୍ୟା ପୀଠ ପ୍ରାଥମିକ ବିଦ୍ୟାଳୟରେ ପଣ୍ଡା ସହକାରୀ ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି। ଏହି ପରିପ୍ରେକ୍ଷୀରେ ସେ ୧୩୪- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ୍‌ ସ୍ତରରେ ସଫଳତାର ସହ କାର୍ଯ୍ୟ କରିଥିବାରୁ ଅନଲାଇନ ମାର୍କିଂରେ ନିର୍ବାଚନ ସମ୍ବନ୍ଧିତ ଦକ୍ଷତା ପ୍ରଦର୍ଶନ ପାଇଁ ବ୍ରହ୍ମପୁର ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଦୀନା ଦସ୍ତାଗିର ତାଙ୍କୁ ଶ୍ରେଷ୍ଠ ବୁଥ୍‌ ସ୍ତରୀୟ ଅଧିକାରୀ ଭାବେ ସମ୍ବର୍ଦ୍ଧିତ କରିବା ସହ ମାନପତ୍ର ପ୍ରଦାନ କରିଥିଲେ। ବୁଥ ସ୍ତରୀୟ କାର୍ଯ୍ୟ ପରିଚାଳନା ଦିଗରେ ଦିଗପହଣ୍ଡି ବିଡ଼ିଓ ଡ. ଚିତ୍ତରଞ୍ଜନ ଦାସ , ତହସିଲଦାର ଅନିତା ସାହୁ , ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ, ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଶ୍ରବା ପାଇକ, ରସାନନ୍ଦ ଘଡେଇଙ୍କ ସମେତ ଏନଏସି ସିଆରସିସି ଅନୀଲ କୁମାର ଦାସ, ଜିପିଓ ଉମେଶ ସେଠୀ ସହଯୋଗ କରିଥିବାରୁ ସେମାନଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri