ବଦଳିଲେ ରାଜ୍ୟ ନିର୍ବାଚନ କମିଶନ: ପୂର୍ବତନ IAS ଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୭।୧: ବଦଳିଛନ୍ତି ଓଡ଼ିଶାର ନିର୍ବାଚନ କମିଶନ। ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ମଧୁସୂଦନ ପାଢ଼ୀଙ୍କୁ ଏହି ଦାୟିତ୍ୱ ମିଳିଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ।

ପାଢ଼ୀ ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ ପ୍ରଥମେ କାର୍ଯ୍ୟ କରିଥିଲେ ଏବଂ ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ।

ସେପଟେ ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଉପଦେଷ୍ଟା ଭାବେ ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ନିକଟରେ ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି ‘କମେଡି ଇନ ଖାକି’ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଥିଲା। ଏହି ବହି ଜରିଆରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଷୟରେ ବହୁ ତଥ୍ୟ ପଦାକୁ ଆଣିଥିଲେ। ପ୍ରକାଶ ମିଶ୍ର ନାଁ ନ ନେଇ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri