ଭାଜପା ସଭାପତି ନାଁ ଘୋଷଣା, ଆସିଲା ବଡ଼ ଖବର

ଭୁବନେଶ୍ୱର,୩୦।୧: ଭାଜପାର ନୂଆ ସଭାପତି ଘୋଷଣା ନେଇ ରାଜନୀତି ସରଗରମ ରହିଛି। ଏସବୁ ଚର୍ଚ୍ଚା ଭିତରେ ରାଜ୍ୟ ର୍ନିବାଚନ ସହ ଅଧିକାରୀ ସୁକାନ୍ତ ପାଣିଗ୍ରାହୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ରାଜ୍ୟ ସଭାପତି ଘୋଷଣା ହେବ। ଫେବ୍ରୁଆରୀ ପ୍ରଥମ ସପ୍ତାହ ସୁଦ୍ଧା ଏନେଇ ଘୋଷଣା ହେବ। ରାଜ୍ୟ ର୍ନିବାଚନ ଅଧିକାରୀ ଓଡ଼ିଶା ଆସି ଆଲୋଚନା କରିଛନ୍ତି। ଖୁବଶୀଘ୍ର ବାକି ୧୪ ଜିଲାର ସଭାପତିଙ୍କ ନାଁ ଘୋଷଣା ହେବ।

ଏଥିସହ ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି ମଧ୍ୟ ପ୍ରତିକିୟା ଦେଇଛନ୍ତି। ସେ କହିଛନ୍ତି, ସଙ୍ଗଠନ ମହାପର୍ବ ଚାଲିଛି, ଶୀଘ୍ର ସବୁ ର୍ନିବାଚନ ସରିବ। ର୍ନିବାଚନ ଚାଲିଛି, କୌଣସି ବିଳମ୍ବ ହୋଇନି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri