ଫେବୃୟାରୀ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ଶୁକ୍ରବାର ଏହି ସମୟରୁ ଆରମ୍ଭ ହେବ ପଞ୍ଜୀକରଣ

ଭୁବନେଶ୍ୱର,୩୦।୧: ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ଦିନ ୧୧ ଟା ରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।

ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri