ବଜେଟ ପରେ କମିଲା ପେଟ୍ରୋଲ ରେଟ୍‌! ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ,୨।୨: ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ବଜେଟ ପରେ ରବିବାର ତେଲ ରେଟ୍‌ ନୂଆ ଜାରି ହୋଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ରବିବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ କେତେ ଅଛି ଆସନ୍ତୁ ଜାଣିବା।

କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ ମୂଲ୍ୟ ? ଆଜି ଭୁବନେଶ୍ୱରରେ ପେଟ୍ରୋଲ ରେଟ ୧୦୧.୧୧ ଟଙ୍କା ରହିଥିବା ବେଳେ ଲିଟରେ ଡିଜେଲ ତେଲ ରେଟ ୯୨.୬୯ ପଇସା ରହିଛି । ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୯୪.୭୭ ରହିଥିବା ବେଳେ ଡିଜେଲ(୧ ଲିଟର) ୮୭.୬୭ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୫୦ ରହିଥିବା ବେଳେ ଡିଜେଲ (୧ ଲିଟର) ୯୦.୦୩ ରହିଛି।

ସୂଚନାଥାଉ କି, ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୈଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri