ଆପୋଲୋରେ ବିଶ୍ୱ କର୍କଟ ଦିବସ

ଭୁବନେଶ୍ୱର,୫।୨: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ବିଶ୍ୱ କକର୍ଟ ଦିବସ ପାଳିତ ହୋଇଯାଇଛି। ଏପରିକି ଆପୋଲୋ କ୍ୟାନ୍‌ସର ସେଣ୍ଟର,ଆଇସିଏମ୍‌ଆର, ଆଇଏମ୍‌ଏ ଏବଂ ଏସ୍‌ଓଏର ମିଳିତ ସହଭାଗିତାରେ ଏକ ସ୍ବତନ୍ତ୍ର କର୍ମଶାଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ ଏକ ନୂତନ ଅଭିଯାନ ‘ ୟୁନିଫାଏ ଟୁ ନୋଟିଫାଏ-ଅନ୍‌ କ୍ୟାନ୍‌ସର ଡେ’ର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲର ସିଓଓ ଏବଂ ଡିଏମ୍‌ଏସ୍‌ ଡା. ଆଲୋକ ଶ୍ରୀବାସ୍ତବ କହିଥିଲେ, ଆମେ ସଚେତନ ହେଲେ ସୁସ୍ଥ ରହିବା ସହିତ ଶାରୀରିକ ଭାବେ ସକ୍ଷମ ହୋଇପାରିବା। ଏହି ଅଭିଯାନ ମଧ୍ୟ ଜନସଚେତନତାର ପ୍ରମୁଖ ମାଧ୍ୟମ ପାଲଟିବ। ସେହିଭଳି ଆଇଏମ୍‌ଏର ଭୁବନେଶ୍ୱର ଶାଖା ସମ୍ପାଦକ ଡା . ପ୍ରତ୍ୟୁଷ ରାୟ କହିଥିଲେ, ରୋଗୀ ସେବା ଓ ରୋଗର ନିରାକରଣ ପାଇଁ ଆମେ ସବୁ ସ୍ତରରେ ସଚେତନା ଓ ସର୍ତକତା ଅବଲମ୍ବନ କରିବାକୁ ପରାର୍ମଶ ଦେବା ସହ ଉତ୍ତମ ସେବା ପ୍ରତି ମଧ୍ୟ ଯତ୍ନବାନ୍‌ ହେବା ଆବଶ୍ୟକ ରହିଛି। ସେହିପରି ଆଇସିଏମ୍‌ଆର୍‌ର ବୈଜ୍ଞାନିକ ଡା. ଜ୍ୟୋତିର୍ମୟୀ ଏବଂ ଓଏସ୍‌ଏର ସଦସ୍ୟ ଡା. ଭାଗ୍ୟଲକ୍ଷ୍ମୀ ନାୟକ କର୍କଟ ରୋଗ ଓ ନିରାକରଣ ଏବଂ ସତର୍ତକତା ଆଦି ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri