Posted inଜାତୀୟ

ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ: ନିଆଁକୁ ନିୟନ୍ତ୍ରଣ କଲେ ଅଗ୍ନିଶମବାହିନୀ , ଦେଖନ୍ତୁ ଭୟାନକ ଭିଡ଼ିଓ

ପ୍ରୟାଗରାଜ,୭।୨: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା କ୍ଷେତ୍ରରେ ଅଗ୍ନିକାଣ୍ଡ ଘଟିଛି। ହେଲେ ଅଗ୍ନିଶମବାହିନୀ ନିଆଁକୁ ନିୟନ୍ତ୍ରଣ କରିଛନ୍ତି। ଅଗ୍ନିକାଣ୍ଡ ଘଟଣା ପିପା ବ୍ରିଜ ନମ୍ବର ୧୮ ନିକଟରେ ଘଟିଛି। ଆରଏଏଫ୍‌, ୟୁପି ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଛନ୍ତି। ଶଙ୍କରାଚାର୍ଯ୍ୟ ମାର୍ଗର ସେକ୍ଟର ୧୮ ସ୍ଥିତ ହରିହରାନନ୍ଦ କ୍ୟାମ୍ପରେ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଖବର ଲେଖାଯିବା ପର୍ଯ୍ୟନ୍ତ ଅଗ୍ନିକାଣ୍ଡ ଘଟଣାରେ କୌଣସି ମୃତାହତ କିମ୍ବା ଆର୍ଥିକ କ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଶିବିରରେ ଉପସ୍ଥିତ ସମସ୍ତ ଲୋକଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri