ଚମ୍ପଟମାରିଲେ ଚାଲାଣକାରୀ: ମିନିଟ୍ରକ୍‌ରୁ ବାହାରିଲା ୮ ବସ୍ତାରେଥିବା ପୁଳାପୁଳା ଗଞ୍ଜେଇ

ଦାରିଙ୍ଗବାଡ଼ି,୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ୨୮୦ କିଲୋ ଗଞ୍ଜେଇ ଜବତ ହୋଇଛି। ଏହାସହ ଗୋଟିଏ ମିନିଟ୍ରକକୁ ଜବତ କରିଛି ।
ସୂଚନାନୁଯାୟୀ, ଶନିବାର ସାରେ ପୋଲିସ ଖବର ପାଇ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଉଲିପଦର ଗାଁ ଶେଷ ମୁଣ୍ଡରେ ଚଢ଼ାଉ କରିଥିଲା। ହେଲେ ଗଞ୍ଜେଇ ଚାଲାଣକାରୀ ସେଠାରୁ ଚମ୍ପଟ ମାରିବାରେ ସକ୍ଷମ ହୋଇଥିବା ବେଳେ ପୋଲିସ ମିନିଟ୍ରକ୍‌ ସହ ୮ ବସ୍ତା ଗଞ୍ଜେଇକୁ ଜବତ କରିଥଲା।
ରବିବାର ଦାରିଙ୍ଗବାଡ଼ି ତହସିଲଦାର ଶରତ ସବରଙ୍କ ଉପସ୍ଥିତିରେ ବ୍ରାହ୍ମଣିଗାଁ ଥାନା ପରିସରରେ ଜବତ ଗଞ୍ଜେଇ ଗୁଡ଼ିକର ଓଜନ କରାଯିବାରୁ ଏହା ୨୮୦ କିଲୋର ଗଞ୍ଜେଇ ବୋଲି ଜଣାପଡିଛି। ତେବେ ଏନେଇ ବ୍ରାହ୍ମଣିଗାଁ ଥାନାରେ ଏନଡିପିଏସ ଆକ୍ଟ ୧୬/୨୫ ରେ ମାମଲା କରାଯାଇଥିବା ବେଳେ ଚମ୍ପଟ ମାରିଥିବା ଗଞ୍ଜେଇ ଚୋରା ଚାଲାଣକାରିଙ୍କୁ ପୋଲିସ ଖୋଜୁଥିବା ସହ ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ଆଇଆଇସି ବିଜୟ କୁମାର ହାଇବୁରୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri