Posted inଜାତୀୟ

ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣା: ଯାଞ୍ଚ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶ ମିର୍ଜାପୁର ଜିଲାର ଏକ ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ମିର୍ଜାପୁର ଏସ୍‌ପି ଅବଧେଶ ପାଣ୍ଡେ ସର୍କଲ ଅଫିସରଙ୍କୁ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଯାଞ୍ଚ ପରେ ଅଭିଯୁକ୍ତଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି। ଏଥିସହ ସେ କହିଛନ୍ତି, ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିୟମର ଉଲଂଘନ କରିବା ଉଚିତ୍‌ ନୁହେଁ। ସୂଚନାଯୋଗ୍ୟ, ଜନ୍ମାଷ୍ଟମୀ ଅବସରରେ ମିର୍ଜାପୁରର ଅଦଲହାଟ ଥାନାରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଅର୍କେଷ୍ଟ୍ରାର ଆୟୋଜନ କରାଯାଇଥିବା ବେଳେ ବାର୍‌ର ୨ଜଣ ଡ୍ୟାନ୍ସ ଗର୍ଲଙ୍କୁ ଆମନ୍ତ୍ରଣ କରାଯାଇଥିଲା। ଏହାପରେ କିଛି ଲୋକ ଝିଅମାନଙ୍କ ସହ ଅଶ୍ଳୀଳ ଡ୍ୟାନ୍ସ କରି ତାଙ୍କ ଉପରେ ଟଙ୍କା ଫୋପାଡ଼ିଥିଲେ। ଏହି ସମୟର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଆପତ୍ତିଜନକ ଭିଡିଓ ଓ ଫଟୋ ସାମ୍ନାକୁ ଆସିବା ପରେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ

ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା।...

ଖୁସି ଖବର: କମିଲା ଏଲ୍‌ପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri