Posted inଖେଳ

ବାରବାଟୀରେ ରୋହିତଙ୍କ ଧୂଆଁଧାର ଶତକ: ୧୬ ମାସ ପରେ ଫର୍ମକୁ ଫେରିଲେ

କଟକ, ୯ା୨: ଭାରତୀୟ ଦଳ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍‌ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବା ପରେ ଇଂଲଣ୍ଡ ଦଳ 305 ରନ୍‌ର ଟାର୍ଗେଟ୍ ଦେଇଥିଲା। ଜବାବରେ, ଭାରତୀୟ ଦଳ ୨ ୱିକେଟ୍ ହରାଇ ୧୯୦ ରୁ ଅଧିକ ରନ୍ କରିଛି।

ରୋହିତ ୭୬ ବଲ୍‌ରେ ଶତକ ହାସଲ କରିଛନ୍ତି। ଏଥିରେ ସେ ୭ଟି ଛକା ଏବଂ ୯ଟି ଚୌକା ମାରିଥିଲେ। ରୋହିତ ୧୬ ମାସ ପରେ ଦିନିକିଆରେ ଶତକ ହାସଲ କରିଛନ୍ତି। ଏହା ପୂର୍ବରୁ ସେ ୧୧ ଅକ୍ଟୋବର ୨୦୨୩ରେ ଆଫଗାନିସ୍ତାନ ବିପକ୍ଷରେ ଶତକ ହାସଲ କରିଥିଲେ। ଦିଲ୍ଲୀରେ ଅନୁଷ୍ଠିତ ସେହି ମୁକାବିଲାରେ ରୋହିତ ୧୩୧ ରନ୍‌ର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା...

ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା

ମୁମ୍ବାଇ,୨୨ା୧(ବ୍ଲୁମ୍‌ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ...

ସିଆର୍‌ପିଏଫ୍‌ର ନେତୃତ୍ୱ ନେବେ ସିମରନ୍‌ ବାଲା

ନୂଆଦିଲ୍ଲୀ,୨୨ା୧: ଜାନୁଆରୀ ୨୬ରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପାଳନ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ନେତୃତ୍ୱ ନେବେ...

ନିଜ କଥା ରଖିପାରିଲେନି ଆମେରିକା ରାଷ୍ଟ୍ରପତି, ନେଲେ ୟୁ ଟର୍ନ

ଓ୍ବାଶିଂଟନ,୨୨।୧: ଗ୍ରୀନଲାଣ୍ଡ ଉପରେ ୟୁରୋପୀୟ ଦେଶମାନଙ୍କ ଉପରେ ଶୁଳ୍କ ଲଗାଇବାର ଧମକ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନର ଅନୁମାନ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ...

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri