Posted inଖେଳ

ଲଣ୍ଡନରେ ଘରର ଦାମ୍‌ କେତେ…? ପିଟରସନଙ୍କୁ ପଚାରୁଥିଲେ ବିରାଟ କୋହଲି…

ନୂଆଦିଲ୍ଲୀ,୧୦।୨: କଟକରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ସମୟରେ ଫିଲ୍ଡିଂ କରୁଥିବା ସମୟରେ ବିରାଟ କୋହଲି ଇଲଂଣ୍ଡର ପୂର୍ବତନ ଭେଟେରାନ କେଭିନ୍‌ ପିଟରସେନଙ୍କ ସହ କଥା ହେଉଥିବା ଦେଖାଯାଇଥିଲା। ଏହାପରେ ଲୋକେ ଉଭୟଙ୍କ ଫଟୋ ଦେଖି ନାନାଦି କଳ୍ପନା କରିଥିଲେ। ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ମଧ୍ୟ ଏହାକୁ ନେଇ ପିଟରସେନଙ୍କ ପ୍ରଶଂସକଙ୍କୁ ମଜାଦାର ପ୍ରଶ୍ନ ପଚାରିଥିଲେ।

କମେଣ୍ଟେଟର ଭାବେ ପିଟରସେନ ଇଂଲଣ୍ଡ-ଭାରତ ସିରିଜ ଲାଗି ଭାରତରେ ଅଛନ୍ତି। ବିରାଟ କୋହଲିଙ୍କ ସହ ତାଙ୍କ ସମ୍ପର୍କ ବେଶ ଭଲ। ଆହତ ସମସ୍ୟା ଯୋଗୁ ଯେତେବେଳେ ବିରାଟ ପ୍ରଥମ ଦିନିକିଆ ଖେଳି ନ ଥିଲେ ସେତେବେଳେ ସେ ନିଜର ଆଘାତକୁ ପିଟରସେନଙ୍କୁ ଦେଖାଇଥିଲେ। ସେହିଭଳି ଦ୍ୱିତୀୟ ଦିନିକିଆ ସମୟରେ ଉଭୟ ବାଉଣ୍ଡ୍ରି ପାଖରେ ଛିଡ଼ା ହୋଇ କଥା ହୋଇଥିଲେ। ଆକାଶ ଚୋପ୍ରା

ପିଟରସେନ ଆକାଶଙ୍କ ଦ୍ୱାରା ପଚରାଯାଇଥିବା ପ୍ରଶ୍ନର ଜବାବ ଦେଇ ହସିଥିଲେ। ସେ କହିଥିଲେ ଯେ, କେବେ ବି ଏସବୁ ଜିନିଷକୁ ବିଶ୍ୱାସ କରନ୍ତୁ ନାହିଁ। ମୁଁ ଏସବୁ ଧାରଣା ବିଷୟରେ ସମାନ କାରଣ ଦେଇପାରେ। ହେଲେ ତାହା କରିବି ନାହିଁ।

 

View this post on Instagram

 

A post shared by Star Sports India (@starsportsindia)

କହିରଖୁଛୁ, ଟିମ୍‌ ଇଣ୍ଡିଆର ଭେଟେରାନ ବ୍ୟାଟ୍ସମ୍ୟାନ କୋହଲି ଲଗାତାର ଭାବେ ଲଣ୍ଡନ ଯା’ଆସ କରୁଛନ୍ତି। ୨୦୨୪ ଫେବୃଆରୀରେ ପୁଅ ଅକାୟ ମଧ୍ୟ ଲଣ୍ଡନରେ ଜନ୍ମଗ୍ରହଣ କରିଥିଲା। ଏହାପରଠାରୁ ବିରାଟ ପରିବାର ସହ ଲଣ୍ଡନ ଚାଲିଯିବେ ବୋଲି ଚର୍ଚ୍ଚା ହୋଇ ଆସୁଛି। କିଛି ଦିନ ପୂର୍ବେ ତାଙ୍କ ପିଲାଦିନର କୋଚ୍‌ ରାଜକୁମାର ଶର୍ମା ମଧ୍ୟ ଏଭଳି ଖୁଲାସା କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri