Posted inଜାତୀୟ

Viseo: ୨ ମିନିଟ ନାଚିବା ପରେ ହୃଦ୍‌ଘାତରେ ଯୁବତୀଙ୍କ ମୃତ୍ୟୁ

ବିଦିଶା, ୧୦।୨: ମଧ୍ୟପ୍ରଦେଶର ବିଦିଶାରେ ଜଣେ ୨୩ ବର୍ଷୀୟା ଯୁବତୀ ଷ୍ଟେଜ୍‌ରେ ଡ୍ୟାନ୍ସ କରିବା ସମୟରେ ହଠାତ ତଳେ ପଡ଼ିଯାଇଥିଲେ। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ହୋଇଛି। ସେ ନିଜ ସମ୍ପର୍କୀୟ ଭଉଣୀଙ୍କ ବିବାହ ଉତ୍ସବରେ ନାଚୁଥିବାବେଳେ ଏହି ଅଘଟଣ ଘଟିଛି।

ଯୁବତୀ ଜଣକ ଇନ୍ଦୋର ନିବାସୀ ହୋଇଥିବାବେଳେ ସେ ବିବାହ ଉତ୍ସବରେ ଯୋଗଦେବା ପାଇଁ ବିଦିଶା ଆସିଥିଲେ। ବିବାହ ଉତ୍ସବ ପାଇଁ ସଜ୍ଜିତ ଷ୍ଟେଜ୍‌ରେ ଲୋକପ୍ରିୟ ‘ବଡ଼ି ମୁସ୍କିଲ’ ଏବଂ ‘ଶରାରା ଶରାରା’ ଗୀତରେ ସେ ନାଚୁଥିଲେ।

ପ୍ରାୟ ୨ ମିନିଟ ଧରି ନାଚିବା ପରେ ହଠାତ୍‌ ଯୁବତୀ ଜଣକ ତଳେ ପଡ଼ି ବେହୋସ ହୋଇଯାଇଥିଲେ। ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ହୃଦ୍‌ଘାତରେ ଉକ୍ତ ଯୁବତୀଙ୍କର ମୃତ୍ୟୁ ହୋଇଥିବା ନେଇ ଡାକ୍ତର ଘୋଷଣା କରିଥିଲେ। ଯୁବତୀ ଜଣକ ନାଚି ନାଚି ହଠାତ୍‌ ବେହୋସ ହୋଇ ତଳେ ପଡ଼ିଯିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri