Posted inଜାତୀୟ

Acharya Satyendra Das Death: ସବୁଦିନ ପାଇଁ ନୀରବି ଗଲେ ରାମ ମନ୍ଦିରର ମୁଖ୍ୟ ପୂଜକ

ଅଯୋଧ୍ୟା,୧୨।୨:ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ବୁଧବାର ଦେହାନ୍ତ ହୋଇଯାଇଛି। ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମସ୍ତିଷ୍କ ରକ୍ତସ୍ରାବ ପରେ, ସେ ଲକ୍ଷ୍ନୌର ପିଜିଆଇରେ ଚିକିତ୍ସାଧୀନ ଥିଲେ।

ହସ୍ପିଟାଲ ପକ୍ଷରୁ ଜାରି ଏକ ପ୍ରେସ ରିଲିଜରେ କୁହାଯାଇଛି ଯେ, ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ ଶ୍ରୀ ସତେନ୍ଦ୍ର ଦାସ ଜୀ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଫେବୃଆରୀ ୩ରେ ଷ୍ଟ୍ରୋକ ହେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ନ୍ୟୁରୋଲୋଜି ୱାର୍ଡର ଏଚ୍‌ଡିୟୁରେ ଭର୍ତ୍ତି କରାଯାଇଥିଲା। ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ ୮୫ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ନିଧନରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ ସୋସିଆଲ ମିଡିଆ ସାଇଟ ଏକ୍ସରେ ଲେଖିଛନ୍ତି- ଭଗବାନ ରାମଙ୍କ ପରମ ଭକ୍ତ ଏବଂ ଶ୍ରୀ ରାମ ଜନ୍ମଭୂମି ମନ୍ଦିର, ଶ୍ରୀ ଅଯୋଧ୍ୟା ଧାମର ମୁଖ୍ୟ ପୁରୋହିତ ଆଚାର୍ଯ୍ୟ ଶ୍ରୀ ସତ୍ୟେନ୍ଦ୍ର କୁମାର ଦାସ ଜୀ ମହାରାଜଙ୍କ ଦେହାନ୍ତ ଅତ୍ୟନ୍ତ ଦୁଃଖଦ ଏବଂ ସାମାଜିକ ଏବଂ ଆଧ୍ୟାତ୍ମିକ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି! ମୁଁ ପ୍ରଭୁ ଶ୍ରୀରାମଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଂଗତ ଆତ୍ମାକୁ ତାଙ୍କ ଚରଣ କମଳରେ ସ୍ଥାନ ଦିଅନ୍ତୁ ଏବଂ ଶୋକଗ୍ରସ୍ତ ଶିଷ୍ୟ ଏବଂ ଅନୁଗାମୀମାନଙ୍କୁ ଏହି ଅପାର କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ। ଓମ୍‌ ଶାନ୍ତି!


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri