LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ ମଧ୍ୟରେ ୨୫-୪୫ ଦିନର ବ୍ୟବଧାନ ଏବଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ମୁଖ୍ୟ ଅଲି ଲାରିଜାନିଙ୍କୁ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣରେ ଯୁବକଙ୍କ ହାତ ପାପୁଲି…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା ବେଳେ, ଦୁଇଟି ଭାରତୀୟ ଜାହାଜ, ‘ଶିବାଲିକ’…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର ହଜାର ସଂଖ୍ୟାରେ ଭକ୍ତ ବୁଡ ପକାଇଛନ୍ତି।…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ ମାଧ୍ୟମରେ ପ୍ରତିଶୋଧ ନେଉଛି। ପଶ୍ଚିମ ଏସିଆରେ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ ସଂଘର୍ଷ ଯୋଗୁଁ ଯୋଗାଣ ବାଧାପ୍ରାପ୍ତ ହେବାର ଆଶଙ୍କା ଥିଲେ ମଧ୍ୟ ସରକାର କହିଛନ୍ତି…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ ମମତା ବାନାର୍ଜୀ ୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି।…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ ଏବଂ ପୁନଃ ଖୋଲିବାରେ ସାହାଯ୍ୟ କରିବା ପାଇଁ ସେ ଯୁଦ୍ଧଜାହାଜ ପଠାଇବାକୁ ଅନୁରୋଧ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଶର୍ଟସର୍କିଟ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି। ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ କରିବାକୁ ନିଷ୍ପତ୍ତି ନେଇପାରୁନାହାନ୍ତି କି ଇରାନକୁ ମଧ୍ୟ ରୋକିବାକୁ ବୁଦ୍ଧି ପାଉନାହାନ୍ତି। ଯୁଦ୍ଧ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ପରିସ୍ଥିତି କ୍ରମଶଃ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଗତ କିଛି ଦିନ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର ୩ ବିଧାୟକ ରମେଶ ଜେନା, ଦାଶରଥି ଗମାଙ୍ଗ ଏବଂ ସୋଫିଆ ଫିର୍ଦ୍ଦୋସ କ୍ରସ୍‌…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ପତାକାଧାରୀ ଜାହାଜଗୁଡ଼ିକର ସୁରକ୍ଷିତ ପ୍ରବେଶ ପାଇଁ ଭାରତ ଚେଷ୍ଟା…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର ୯ଟି ଜିଲା ଦେଇ ଅତିକ୍ରମ କରିବ। ଏହି ୬-ଲେନ୍ ବିଶିଷ୍ଟ ହାଇସ୍ପିଡ୍ କରିଡର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri