ଭାଜପା କୋର୍‌ କମିଟି ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୨: ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଶୁକ୍ରବାର କୋର୍‌ କମିଟି ବୈଠକ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଛନ୍ତି।

ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ଯୋଗଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା, ଜୁଏଲ ଓରାମ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏମ୍‌ପି ବୈଜୟନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଛନ୍ତି।

ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଆଗକୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ରହିଥିବା ବେଳେ ଦଳର ରଣନୀତି ଏବଂ ସଂଗଠନକୁ କିପରି ମଜଭୁତ କରାଯିବ ସେନେଇ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷେ ସଭାପତି ଚୟନକୁ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇପାରି ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri