ପରିତ୍ୟକ୍ତ ସ୍ଥାନରୁ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କଲେ ମହିଳା, ସୁରକ୍ଷା ଓ ଯତ୍ନ ପାଇଁ …

ପାରଳାଖେମୁଣ୍ଡି,୧୪ା୨(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ରେଳ ଷ୍ଟେସନ ନିକଟ ଏକ ପରିତ୍ୟକ୍ତ ସ୍ଥାନରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଜଣେ ମହିଳା ଶିଶୁକନ୍ୟାକୁ ପାଇଥିଲେ। କେ. ସିରିଶା ନାମ୍ନୀ ମହିଳା ସେହି ଶିଶୁଟିକୁ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳଳୟରେ ଚିକିତ୍ସା ଲାଗି ଭର୍ତ୍ତିକରି ଶିଶୁଟିର ସୁରକ୍ଷା ଓ ଯତ୍ନ ପାଇଁ ଜିଲା ପ୍ରଶାସନକୁ ହସ୍ତାନ୍ତର କରିଛନ୍ତି।

ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ ତ୍ରିପାଠୀଙ୍କ ନିର୍ଦ୍ଦେଶରେ ଚାଇଲ୍ଡ ହେଲ୍‌ପ ଲାଇନ ଓ ନିଶାନ ଶାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର କର୍ମଚାରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଡାକ୍ତରଙ୍କ ପରାମର୍ଶରେ ଶିଶୁଟିର ଯତ୍ନ ନେଉଛନ୍ତି।

ଶିଶୁଟି ଏବେ ସୁସ୍ଥ ଥିବା ଜଣାପଡିଛି। ନିଶାନ ଶାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ଜଣେ ଆୟା ଶିଶୁର ଯତ୍ନ ନେଉଛନ୍ତି। ଶିଶୁକନ୍ୟାଟି ସୁସ୍ଥ ହେବା ପରେ ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ ଅନୁସାରେ ରାଣୀପେଣ୍ଠସ୍ଥିତ ନିଶାନ ଶାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରରେ ତାକୁ ରଖାଯିବ। ସେଠାରେ ତାର ସମସ୍ତ ଯତ୍ନ ନିଆଯାଇ ପରେ ସରକାରଙ୍କ ନିୟମ ଅନୁଯାୟୀ ଥାଇଥାନ ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri