ବଡ଼ ଘୋଷଣା: ରବିବାର ୯ ଘଣ୍ଟା ବିଦ୍ୟୁତ କାଟ୍‌

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌(ଓପିଟିସିଏଲ୍‌) ପକ୍ଷରୁ 132/33 କେ.ଭି ପ୍ରଧାନପାଲି ଗ୍ରୀଡ୍‌ ସବଷ୍ଟେଶନର ବାର୍ଷିକ ରକ୍ଷଣାବେକ୍ଷଣ ଲାଗି ଆସନ୍ତା ୧୬ ତାରିଖରେ ୯ଘଣ୍ଟା power cut ବନ୍ଦ ରହିବ। ସକାଳ ୮ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ ବନ୍ଦ ରହିବ।

ଏଥିରେ ଉକ୍ତ ଜିଲାର ବଡ଼ମାଳ, ବାନ୍ଦୁଟିକ୍ରା, ଭଟଲି, ଡେବ୍ରିଗଡ଼, ଦେଓଗାଁ, ଗାଇସୀମା, ଗୋବିନ୍ଦପୁର, ଗୋପାଳପୁର, କମଗାଁ, କଟାପାଲି, କେନ୍ଦୁଗୁଡ଼ା, ଲାଣ୍ଡିଝୁରି, ପ୍ରଧାନପାଲି, ଶରଧାପାଲି, ତେରେଙ୍ଗପାଲି, ତୋରା, ଅମ୍ବପାଲି ତଥା ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ପ୍ରଭାବିତ ହେବ। ଏହି ରକ୍ଷଣାବେକ୍ଷଣ କାର୍ଯ୍ୟ ସ୍ଥିର, ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ ସେବା ପାଇଁ ଅତ୍ୟନ୍ତ ଜରୁରୀ ଅଟେ। ତେଣୁ ସାମୟିକ ସମୟ ପାଇଁ ବିଦ୍ୟୁତ ସେବା ବ୍ୟାହତ ହେବା ଲାଗି ଟିପିଡବ୍ଲୁଓଡିଏଲ କର୍ତ୍ତୃପକ୍ଷ ଦୁଃଖପ୍ରକାଶ କରିବା ସହିତ ସମ୍ପୃକ୍ତ ଅଞ୍ଚଳର ବିଦ୍ୟୁତ ଗ୍ରାହକ ତଥା ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri