Posted inଜାତୀୟ

ମାର୍ଚ୍ଚ ୧୯ରେ ପୃଥିବୀକୁ ଫେରିବେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୫।୨: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ଦୀର୍ଘ ୮ ମାସରୁ ଊର୍ଦ୍ଧ୍ୱ ସମୟ ରହିବା ପରେ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍‌ସ ଏବଂ ବୁଚ୍‌ ଓ୍ବିଲ୍‌ମୋର ମାର୍ଚ୍ଚ ୧୯ରେ ପୃଥିବୀକୁ ଫେରିବେ। ମହାକାଶରୁ ସେମାନଙ୍କ ସୂଚନା ଅନୁଯାୟୀ ମାର୍ଚ୍ଚ ୧୨ରେ କ୍ରିଉ-୧୦ ମିଶନ ମାର୍ଚ୍ଚ ୧୨ରେ ପୃଥିବୀରୁ ଲଞ୍ଚ୍‌ କରିବ। ସେଥିରେ ଯାଇଥିବା ମହାକାଶଚାରୀଙ୍କୁ ଉଭୟ ସୁନୀତା ଏବଂ ବୁଚ୍‌ କାର୍ଯ୍ୟ ହସ୍ତାନ୍ତର କରିବା ପରେ ମାର୍ଚ୍ଚ ୧୯ରେ ଡ୍ରାଗନ୍‌ ସ୍ପେସ୍‌କ୍ରାଫ୍ଟରେ ପୃଥିବୀକୁ ଫେରିବେ। ସମ୍ପ୍ରତି ସୁନୀତା ଉକ୍ତ ଉଡ଼ନ୍ତା ଲାବରେଟୋରିର କମାଣ୍ଡର ରହିଥିବାବେଳେ ମାର୍ଚ୍ଚ ୧୨ରେ ଯିବାକୁ ଥିବା ଅନ୍ୟ ଜଣେ ମହାକାଶଚାରୀ ଏହି ଦାୟିତ୍ୱ ସମ୍ଭାଳିବେ। ଗତବର୍ଷ ଜୁନ୍‌ରେ ସୁନୀତା ଏବଂ ବୁଚ୍‌ ବୋଇଂର ଷ୍ଟାର୍‌ଲାଇନର କ୍ୟାପ୍‌ସୁଲ୍‌ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri