Posted inଜାତୀୟ

ଶୁଣିଲେ ହେବେ ଆଶ୍ଚର୍ଯ୍ୟ: ପ୍ରତିଦିନ ଖାଦ୍ୟରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୫।୨: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ଜାଣିବାକୁ ଲୋକେ ସବୁବେଳେ ଆଗ୍ରହୀ ଥାନ୍ତି। ସେ କ’ଣ ଖାଆନ୍ତି, କ’ଣ ପିନ୍ଧନ୍ତି, ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ କିଏ ପରିଚାଳନା କରନ୍ତି? ଲୋକମାନେ ଏସବୁ ବିଷୟରେ ଜାଣିବାକୁ ବହୁତ ଚାହାଁନ୍ତି। ତେବେ ଆସନ୍ତୁ ଆମେ ଆପଣଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସେହି ଜିନିଷଗୁଡ଼ିକ ବିଷୟରେ କହିବୁ ଯାହା ଆକର୍ଷଣୀୟ…

ଏକ ସୂଚନା ଅଧିକାର ଆଇନରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଖାଦ୍ୟ ଖର୍ଚ୍ଚ ସମ୍ପର୍କରେ ଏକ ପ୍ରଶ୍ନ ପଚରାଯାଇଥିଲା। କେନ୍ଦ୍ରୀୟ ସୂଚନା ଅଧିକାରୀ ଏ ସମ୍ପର୍କରେ ବିସ୍ତୃତ ଭାବରେ ଉତ୍ତର ଦେଇଥିଲେ। ଆରଟିଆଇର ଉତ୍ତରରେ ଅଧିକାରୀ ଜଣକ କହିଥିଲେ, ଯେ ପ୍ରଧାନମନ୍ତ୍ରୀ ମୋଦି ନିଜ ଖାଦ୍ୟ ଖର୍ଚ୍ଚ ବହନ କରନ୍ତି। ଏହାର ଅର୍ଥ ହେଉଛି ସରକାର ସେମାନଙ୍କ ଖାଦ୍ୟ ପାଇଁ କୌଣସି ଟଙ୍କା ଖର୍ଚ୍ଚ କରନ୍ତି ନାହିଁ।

୨୦୧୫ରେ ଏକ RTI ର ଉତ୍ତରରେ ସୂଚନା ଅଧିକାରୀ କହିଥିଲେ, ପ୍ରଧାନମନ୍ତ୍ରୀ ମୋଦି ଗୁଜୁରାଟୀ ଖାଦ୍ୟ ପସନ୍ଦ କରନ୍ତି। ସେ ତାଙ୍କ ରୋଷେଇଆ ବଦ୍ରି ମୀନାଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ଖାଆନ୍ତି। ପ୍ରଧାନମନ୍ତ୍ରୀ ବାଜରା ରୁଟି ଏବଂ ଖିଚଡି ଖାଇବାକୁ ପସନ୍ଦ କରନ୍ତି।

ଡାଏଟ ଯୋଜନାରେ, ପ୍ରଧାନମନ୍ତ୍ରୀ ମୋଦି ଦିନକୁ ଦୁଇଥର ଖାଦ୍ୟ ଖାଆନ୍ତି। ସକାଳ ୧୦ଟାରୁ ୫୫ ମିନିଟ ପର୍ଯ୍ୟନ୍ତ ଥରେ ଏବଂ ସା ୭ଟାରୁ ୫୫ ମିନିଟ ପର୍ଯ୍ୟନ୍ତ ଥରେ ଖାଆନ୍ତି। ଖାଦ୍ୟରେ ଅଧିକ ପ୍ରୋଟିନ ଏବଂ କମ କାର୍ବୋହାଇଡ୍ରେଟ ରଖିବାକୁ ପରାମର୍ଶ ଦିଆଯାଇଛି।

ଆପଣ ଭାବୁଥିବେ ତାଙ୍କର ଦୈନନ୍ଦିନ ଖାଦ୍ୟର ଦାମ୍‌ ବହୁତ ଅଧିକ ହୋଇଥିବ। ମାତ୍ର ସେମିତି ନୁହଁ । କାରଣ ମୋଦି ଦେଶର ପ୍ରଧାନମନ୍ତ୍ରୀ ହେଲେ ବି ଖାଦ୍ୟରେ କମ୍‌ ଟଙ୍କା ଖର୍ଚ୍ଚ କରନ୍ତି । ଯାହା ଜଣେ ,ସାଧାରଣ ଲୋକ ମଧ୍ୟ କରିପାରିବ । ସୂତ୍ରାନୁଯାୟୀ, ମୋଦି ନିଜର ଦୈନନ୍ଦିନ ଖାଦ୍ୟରେ ୫୦ ଟଙ୍କା ଖର୍ଚ୍ଚ କରନ୍ତି । ଯାହା ଜଣେ ସାଧାରଣ ଲୋକର ଖାଦ୍ୟର ଦାମ ଭଳି ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri