ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର ରଘୁନାଥ ରାଉତ । ଏହି ଘଟଣାକୁ…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର ୫ ଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ…

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ବିଭାଗ ପ୍ରସ୍ତୁତି ଚଳାଇଥିବାବେଳେ ଏହାକୁ…

ଅସ୍ତ୍ରବିରତି ବୃଦ୍ଧି ପରେ ହର୍ମୁଜ୍ ପ୍ରଣାଳୀରେ ଗୁଳିମାଡ଼, ୩ଜାହାଜ…

ନୂଆଦିଲ୍ଲୀ,୨୨ା୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ପରେ, ହର୍ମୁଜ୍ ପ୍ରଣାଳୀରେ ତିନୋଟି ମାଲବାହୀ ଜାହାଜ ଉପରେ ଆକ୍ରମଣ ହୋଇଛି। ବର୍ତ୍ତମାନ, କୌଣସି କ୍ଷତିର ରିପୋର୍ଟ ନାହିଁ। ଏକ…

କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ ଜିଲାରେ ଜିଲାପାଳ ମନୋଜ ସତ୍ୟବାନ ମହାଜନ…

ବଲାଙ୍ଗୀରରେ ବସ୍‌ ଚକାତଳେ ଜୀବନ ଯାଇଥିବା ଯୁବକଙ୍କ ମିଳିଲା ପରିଚୟ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଆସୁଥିବା ଏକ ବସ୍‌ ଚକାତଳେ ଦ୍ରୁତଗତିରେ ଆସି ଗୋଟିଏ ବାଇକ୍‌ ପଶିଯାଇଥିଲା। ଫଳରେ ବାଇକ୍‌ଆରୋହୀଙ୍କ ମୃତ୍ୟୁ…

ମମତାଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ସମାଲୋଚନା, ଗଣତନ୍ତ୍ରକୁ ବିପଦରେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ

କୋଲକାତା,୨୨ା୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ୍ ଏପ୍ରିଲ୍ ୨୩ ତାରିଖରେ ହେବାକୁ ଯାଉଛି । ଶାସକ ତୃଣମୂଳ କଂଗ୍ରେସ ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନରେ ​​ବିଜୟୀ ହେବା ନେଇ ଦାବି କରୁଛନ୍ତି। ଏହାରି ଭିତରେ ନିର୍ବାଚନର…

ସରକାରଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଇଦେଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମାତ୍ର ୨୬ ଦିନରେ…

କାଠମାଣ୍ଡୁ,୨୨ା୪: ନେପାଳ ସରକାରଙ୍କୁ ବଡ଼ ଝଟ୍‌କା। ମାତ୍ର ୨୬ ଦିନ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସୁଧାନ ଗୁରୁଙ୍ଗ। ଫଳରେ ବାଲେନ ଶାହ ସରକାରଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ତାଙ୍କ ଆର୍ଥିକ ସମ୍ପତ୍ତି ସମ୍ପର୍କରେ ଉଠାଯାଇଥିବା କଥାକୁ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ ଭାରତୀୟ ପୁଞ୍ଜିବଜାର ଅସ୍ବାଭାବିକ ସ୍ଥିତିରେ ରହିଛି। ଅସ୍ଥିର ବଜାରକୁ ଦେଖି କେବଳ ବିଦେଶୀ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ ଟ୍ରମ୍ପ ଏହି ପଦକ୍ଷେପ ନେଇଥିବା ଜଣାପଡିଛି। ସେ କହିଛନ୍ତି ଯେ ଇରାନ ପ୍ରସ୍ତାବ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଏହି…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି । ଏହି ସମୟରେ, ପାକିସ୍ତାନ କୂଟନୈତିକ ମୋର୍ଚ୍ଚାରେ ସକ୍ରିୟ ଥିବା ଜଣାପଡ଼ିଛି। ସୋମବାର ଦିନ…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ ଆସିଛନ୍ତି । ପପୁ ଯାଦବ କହିଛନ୍ତି ଯେ ଅଧିକାଂଶ ମହିଳା ପୁରୁଷ ନେତାଙ୍କ…

ସାଇଲେଣ୍ଟ ଗେମ୍ କରିଦେଲା ଚାଇନା, ଘରୁ ବାହାରି ପାରୁନାହାନ୍ତି ତାଇଓ୍ବାନ ରାଷ୍ଟ୍ରପତି

ବେଜିଂ,୨୧।୪: ଚାଇନା ତାଇୱାନର ରାଷ୍ଟ୍ରପତି ୱିଲିୟମ୍ ଲାଇ ଚିଙ୍ଗ-ତେଙ୍କ ବିରୁଦ୍ଧରେ ଏକ ସାଇଲେଣ୍ଟ ଗେମ୍ ଖେଳିଛି। ଫଳସ୍ୱରୂପ, ରାଷ୍ଟ୍ରପତି ଲାଇ ତାଙ୍କ ଘର ଅର୍ଥାତ୍ ଦେଶ ବାହାରକୁ ଯାଇ ପାରିବେ ନାହିଁ। ତାଇୱାନ ସରକାରଙ୍କ ଜଣେ ମୁଖପାତ୍ର କହିଛନ୍ତି ଯେ, ଚାଇନା…

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା ଜନଜାତି ସଂଗ୍ରହାଳୟ ଉଦ୍‌ଘାଟନୀ କାର୍ଯ୍ୟକ୍ରମସ୍ଥଳକୁ ଯିବାବେଳେ ହନୁମାନ ବଟିକା ଛକରେ ପ୍ରୋଟୋକଲ ଭାଙ୍ଗିଛନ୍ତି…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ ବିବାଦ ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଖାର୍ଗେଙ୍କ ଏହି ବୟାନକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri