ଅଗଣାରେ କେଉଁ ବୃକ୍ଷ ଲଗାଇଲେ ମିଳେ ଶୁଭଫଳ…

ପ୍ରକୃତି ସହ ଜଡ଼ିତ ପ୍ରତ୍ୟେକଟି ଜିନିଷରେ ଈଶ୍ୱରଙ୍କ ଆର୍ଶୀବାଦ ରହିଥାଏ। ଯେମିତି କି ବୃକ୍ଷଲତା। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବୃକ୍ଷଲତା ରହିଛି; ଯାହାକୁ ଘର ଅଗଣାରେ ଲଗାଇବା ଶୁଭ ହୋଇଥାଏ …
* ତୁଳସୀ ଗଛକୁ ପବିତ୍ରତାର ସ୍ବରୂପ ବୋଲି କୁହାଯାଏ। ଘରୁ ନକାରାତ୍ମକ ଶକ୍ତିକୁ ଦୂର କରିବାରେ ଏହା ବେଶ୍‌ ସହାୟକ ହୋଇଥାଏ। ବିଶେଷକରି ଅଗଣାର ଉତ୍ତର ଦିଗ କିମ୍ବା ଉତ୍ତର-ପୂର୍ବ ଦିଗରେ ତୁଳସୀ ଗଛକୁ ଲଗାଇବା ଅତ୍ୟନ୍ତ ଶୁଭ ହୋଇଥାଏ।
* କୁହାଯାଏ, କଦଳୀ ଗଛର ଛାଇରେ ବସି ବିଦ୍ୟାର୍ଥୀ ପାଠ ପଢ଼ିଲେ ପାଠ ଶୀଘ୍ର ମନେ ରହିଯାଏ। ଏହି ଗଛ ସ୍ମରଣ ଶକ୍ତିକୁ ବଢ଼ାଇଥାଏ। ତେଣୁ ଏହି ଗଛକୁ ଚାହିଁଲେ ଘର ଅଗଣାରେ ମଧ୍ୟ ଲଗାଇପାରିବେ।
* ଧଳା ଅପରାଜିତା ଫୁଲ ଫୁଟୁଥିବା ଗଛକୁ ବି ଅଗଣାରେ ଲଗାଇବା ଅତ୍ୟନ୍ତ ଶୁଭ ହୋଇଥାଏ। ଏହାଦ୍ୱାରା ଘରେ ଧନବୃଦ୍ଧି ହୁଏ ବୋଲି ବିଶ୍ୱାସ କରାଯାଏ।
* ଏରିକା ପାମ୍‌ ବୃକ୍ଷକୁ ବି ଲକି ପ୍ଲାଣ୍ଟ ବୋଲି କୁହାଯାଇଥାଏ। ଏହି ବୃକ୍ଷ କେବଳ ଦେଖିବାକୁ ସୁନ୍ଦର ହୋଇଥାଏ ତାହା ନୁହେଁ, ଏହାକୁ ଘରେ ହେଉ କି ଅଗଣାରେ ରଖିଲେ ଘରର ବାୟୁ ମଧ୍ୟ ସ୍ବଚ୍ଛ ରହିଥାଏ। ଏଥିସହିତ ଘରର ବାତାବରଣକୁ ଶୁଦ୍ଧ କରିବା ସହ ଏହା ଐଶ୍ୱର୍ଯ୍ୟକୁ ମଧ୍ୟ ଆକର୍ଷିତ କରିଥାଏ।
* ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ କିମ୍ବା ଅଗଣାରେ କଣ୍ଟା ଜାତୀୟ ଗଛ ଲଗାଇବା ଠିକ୍‌ ନୁହେଁ। କିନ୍ତୁ ଗୋଲାପ ଗଛକୁ ଲଗାଇବାରେ ସେମିତି କିଛି ବିଶେଷ ଅସୁବିଧା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri