Posted inଫୁରସତ

ପରୀକ୍ଷା ଦେବା ପାଇଁ ପାରାଚୁଟ୍‌ରେ ଉଡ଼ିଲେ

ସତାରା: ସାଧାରଣତଃ ପରୀକ୍ଷା କେନ୍ଦ୍ରରେ ଠିକ୍‌ ସମୟରେ ପହଞ୍ଚିବା ପାଇଁ ପରୀକ୍ଷାର୍ଥୀ ମାନେ ଘରୁ ଶୀଘ୍ର ବାହାରିଥାନ୍ତି କିମ୍ବା ପବ୍ଲିକ ଟ୍ରାନ୍ସପୋର୍ଟ ବଦଳରେ ବ୍ୟକ୍ତିଗତ ଗାଡ଼ିର ସାହାଯ୍ୟ ନେଇଥାନ୍ତି। ତେବେ ମହାରାଷ୍ଟ୍ର ସତାରା ଜିଲା ପାସାରାନି ଗ୍ରାମରେ ସମର୍ଥ ମହାନ୍‌ଗାଡେ ନାମକ ଜଣେ ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ରରେ ଠିକ୍‌ ସମୟରେ ପହଞ୍ଚିବା ପାଇଁ ପାରାଚୁଟ୍‌ର ବ୍ୟବହାର କରିଛନ୍ତି। ପରୀକ୍ଷା ଦେବା ପାଇଁ ସେ ତାଙ୍କ ପିଠିରେ ଏକ ସ୍କୁଲ ବ୍ୟାଗ୍‌ ଓହଳାଇ ପାରାଚୁଟ୍‌ରେ ଉଡ଼ିବା ସହ ପାରା ଗ୍ଲିଡିଂ କରୁଥିବାର ଦେଖିବାକୁ ମିଳିଛି। ଇନ୍‌ଷ୍ଟାଗ୍ରାମରେ ଇନଷ୍ଟା_ସତାରା ନାମକ ଏକ ଆକାଉଣ୍ଟରୁ ଏହି ଭିଡିଓ ଶେୟାର କରାଯାଇଛି, ଯାହା ଭାଇରାଲ ହେବାରେ ଲାଗିଛି। ଅନେକ ୟୁଜର୍ସ ଏହି ଘଟଣାରେ ଆଶ୍ଚର୍ଯ୍ୟ ପ୍ରକାଶ କରିବା ସହ ବିଭିନ୍ନ ମଜାଳିଆ କମେଣ୍ଟ ଦେଇଛନ୍ତି। ପରୀକ୍ଷା କେନ୍ଦ୍ରରେ ଠିକ୍‌ ସମୟରେ ପହଞ୍ଚିବା ପାଇଁ ଏହା ସର୍ବୋତ୍ତମ ଉପାୟ ବୋଲି କେତେଜଣ ୟୁଜର୍ସ କହିଛନ୍ତି। ସେହିପରି ସତାରା ପରି ଛୋଟ ସହରରେ ମଧ୍ୟ ଟ୍ରାଫିକ୍‌ ସମସ୍ୟା ଉତ୍କଟ ଥିବା ନେଇ ଏହି ଘଟଣା ସ୍ପଷ୍ଟ କରୁଥିବା ଆଉ କେତେଜଣ ୟୁଜର୍ସ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri