ଆଉ କିଛି ସମୟ ପରେ ଆସିବ ବଜେଟ: ରାଜ୍ୟପାଳଙ୍କୁ ଭେଟି ବଜେଟ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ଆଉ କିଛି ସମୟ ପରେ ଆସିବ ବଜେଟ। ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ଲୋକେ ଆଗ୍ରହର ସହ ଅପେକ୍ଷା କରିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ରାଜଭବନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମ୍‌ପତିଙ୍କୁ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ କପି ପ୍ରଦାନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…

ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି।...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri