Posted inଖେଳ

Champions Trophy 2025: ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଦଳରୁ ବାହାରିଲେ  ଘାତକ ବୋଲର

ନୂଆଦିଲ୍ଲୀ,୧୮।୨: ନିକଟରେ ନ୍ୟୁଜିଲାଣ୍ଡ ପାକିସ୍ତାନକୁ ପରାସ୍ତ କରି ବିଜୟୀ ହୋଇଥିଲା। ସେହିପରି ଏବେ ମିଚେଲ ସାଣ୍ଟନରଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଏବେ ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଉପରେ ନଜର ରଖିଛି। କିନ୍ତୁ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ନ୍ୟୁଜିଲାଣ୍ଡ ଦଳ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପ୍ରକୃତରେ, ନ୍ୟୁଜିଲାଣ୍ଡର ଦ୍ରୁତ ବୋଲର ଲକି ଫର୍ଗୁସନ ଟୁର୍ନାମେଣ୍ଟରୁ ବାହାର ହୋଇଯାଇଛନ୍ତି। ଚାମ୍ପିଅନ୍ସ ଟ୍ରଫିରୁ ଲକି ଫର୍ଗୁସନଙ୍କ ବାଦ୍‌ ପଡ଼ିବା ଦଳ ପାଇଁ ଏକ ବଡ଼ ଧକ୍କା ବୋଲି ବିବେଚନା କରାଯାଉଛି। ହେଲେ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଲକି ଫର୍ଗୁସନଙ୍କ ରିପେ୍‌ଲସମେଣ୍ଟ ଘୋଷଣା କରିଛି। ଫର୍ଗୁସନଙ୍କ ସ୍ଥାନରେ କାଇଲି ଜାମିସନଙ୍କୁ କିୱି ଦଳରେ ସାମିଲ କରାଯାଇଛି।

ଫର୍ଗୁସନ ତାଙ୍କର ଦ୍ରୁତ ଗତି ଏବଂ ଉଇକେଟ୍‌ ନେବା କ୍ଷମତା ପାଇଁ ଜଣାଶୁଣା। କିନ୍ତୁ ଏବେ ନ୍ୟୁଜିଲ୍ୟାଣ୍ଡ ଚାମ୍ପିଅନ୍ସ ଟ୍ରଫିରେ ଫର୍ଗୁସନଙ୍କୁ କମି ଅନୁଭବ କରିପାରେ। ତେବେ ଫର୍ଗୁସନଙ୍କ ରିପେ୍‌ଲସମେଣ୍ଟ କାଇଲି ଜାମିସନ କିପରି ପ୍ରଦର୍ଶନ କରନ୍ତି ତାହା ଦେଖିବା ଆକର୍ଷଣୀୟ ହେବ।

ଆପଣଙ୍କୁ କହି ରଖୁଛୁ ଯେ, ୬୫ଟି ଦିନିକିଆ ବ୍ୟତୀତ ି ଫର୍ଗୁସନ ୪୩ଟି ଟି-୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡର ପ୍ରତିନିଧିତ୍ୱ କରିଛନ୍ତି। ଏହା ବ୍ୟତୀତ ଫର୍ଗୁସନ କିୱି ଦଳ ପାଇଁ ଗୋଟିଏ ଟେଷ୍ଟ ଖେଳିଛନ୍ତି। ଫର୍ଗୁସନ ଦିନିକିଆ ଫର୍ମାଟରେ ୩୧.୫୬ ହାରାହାରି, ଷ୍ଟ୍ରାଇକ ରେଟ ୩୩.୩୩ ଏବଂ ୫୬୮ ଇକୋନୋମିରେ ୯୯ଟି ଉଇକେଟ୍‌ ନେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri