ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି/ଚିକିଟି,୨୨ା୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌ଆଇ ଜଗବନ୍ଧୁ ବାର୍ଲା ବ୍ରାହ୍ମଣ ନୂଆପଡ଼ା ଗ୍ରାମର ଚିକୁ ଓରଫ ଇ.କାଳିଆଙ୍କୁ ଶନିବାର ଗିରଫ କରି ବ୍ରହ୍ମପୁର ଜିଲା ଦୌରାଜଜ୍‌ କୋର୍ଟକୁ ଚାଲାଣ କରିଛନ୍ତି। ମାମଲା (ନଂ.୧୧/୨୩)ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ଏକ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତ କାଳିଆ ହାଜର ନ ହେବାରୁ ଜିଲା ଦୌରାଜଜ୍‌ କୋର୍ଟ ପକ୍ଷରୁ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଥିଲା। ୱାରେଣ୍ଟକୁ ଭିତ୍ତିକରି ଥାନା ଏସ୍‌ଆଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri