୨୦୦୦ କର୍ମଚାରୀଙ୍କୁ ଚାକିରିରୁ ବିଦା କଲେ ଟ୍ରମ୍ପ

ଓ୍ବାଶିଂଟନ,୨୪ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂରା ଆକ୍ସନ ମୋଡ୍‌ରେ ଅଛନ୍ତି। USAIDର ୨ ହଜାର କର୍ମଚାରୀଙ୍କୁ ଚାକିରିରୁ ବିଦା କରିଦେଇଥିବା ନେଇ ଅଧିସୂଚନା ଜାରି କରିଛନ୍ତି। ଏଥିସହିତ ୧ ହଜାରରୁ ଅଧିକ କର୍ମଚାରୀଙ୍କୁ ଛୁଟି ପାଇଁ ମଧ୍ୟ ଅଧିସୂଚନା ଜାରି କରିଛନ୍ତି।

Donald Trump administration notice firing 2000 workers at USAID and placing thousands of others on leave USAID पर चला ट्रंप का डंडा! 2000 कर्मचारियों को नौकरी से निकाला, हजारों को भेजा छुट्टी पर

ପୂର୍ବରୁ ମଧ୍ୟ ନେଇଥିଲେ ଏମିତି ପଦକ୍ଷେପ
ପ୍ରଥମେ ହଜାର ହଜାର USAID କର୍ମଚାରୀଙ୍କୁ ବହିଷ୍କାର କରିବାକୁ ଚେଷ୍ଟା କରିବା ପରେ ଏହି ପଦକ୍ଷେପ ନିଆଯାଇଛି। ତା’ପରେ ତାଙ୍କୁ ଆଇନଗତ ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡ଼ିଲା। ଏକ ଫେଡେରାଲ କୋର୍ଟ ଟ୍ରମ୍ପ ପ୍ରଶାସନକୁ USAID ଭାଙ୍ଗିବା ପାଇଁ ବାରଣ କରିଥିଲେ, କିନ୍ତୁ ଶୁକ୍ରବାର ରାୟ ଦେଇଥିଲେ ଯେ ଏହି ସ୍ଥଗିତାଦେଶ ସ୍ଥାୟୀ ହେବ ନାହିଁ।

ରବିବାର ରାତିରେ ପଠାଯାଇଥିବା ନୋଟିସରେ, ଗୁରୁତ୍ୱପୂର୍ଣ୍ଣ ମିଶନ ଏବଂ ସ୍ବତନ୍ତ୍ର ଭାବରେ ମନୋନୀତ କାର୍ଯ୍ୟକ୍ରମ କର୍ମଚାରୀଙ୍କ ବ୍ୟତୀତ ସମସ୍ତ USAID କର୍ମଚାରୀଙ୍କୁ ପ୍ରଶାସନିକ ଛୁଟିରେ ପଠାଯାଇଛି।

ତଥାପି, ନୋଟିସରେ ସ୍ପଷ୍ଟ କରାଯାଇଛି ଯେ, ମିଶନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଦାୟୀ USAID କର୍ମଚାରୀମାନେ ଏହି ନିଷ୍ପତ୍ତି ଦ୍ୱାରା ପ୍ରଭାବିତ ହେବେ ନାହିଁ। କିନ୍ତୁ କେତେ ଜଣ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କୋଟିପତି ଏଲନ ମସ୍କଙ୍କ ନେତୃତ୍ୱରେ ସରକାରୀ ଦକ୍ଷତା ବିଭାଗ (DOGE) USAIDକୁ ନଷ୍ଟ କରିବାକୁ ଚେଷ୍ଟା କରୁଛି।

ୟୁଏସଏଆଇଡିର ଡେପୁଟି ପ୍ରଶାସକ ପିଟ୍‌ ମାର୍କୋଙ୍କ ଅନୁଯାୟୀ, ୟୁଏସଏଆଇଡି କର୍ମଚାରୀ ଏବଂ ସେମାନଙ୍କ ପରିବାର ପାଇଁ ବିଦେଶ ଯାତ୍ରା ବ୍ୟବସ୍ଥା କରିବା ପାଇ ୬୦୦ ଆମେରିକୀୟ କର୍ମଚାରୀ ସେଠାରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri